Tuesday, April 21, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ରାଜ୍ୟରେ ୬୨ ହଜାର ପାର, ନୂଆ ୨୨୪୪, ନୟାଗଡ଼ ୧୩

by Anil Panda
August 17, 2020
in Feature News, Nayagarh
କରୋନା; ଚାବୁକ ଦରକାର
508
VIEWS
Share on FacebookShare on Twitter

ଭୂବନେଶ୍ୱର,(ବାଘୁଆବାର୍ତ୍ତା ବ୍ୟୁରୋ): ଓଡ଼ିଶାରେ କରୋନା ଆକ୍ରାନ୍ତ ସଂଖ୍ୟା ଭୟାବହ ଭାବେ ବଢ଼ି ଚାଲିଛି । ରାଜ୍ୟରେ ନୂଆ ୨୨୪୪ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୬୨ ହଜାର ୨୯୪ରେ ପଂହଚିଛି । ସେଥିମଧ୍ୟରେ ୧୩୯୦ ଜଣ ସଂଗରୋଧ କେନ୍ଦ୍ରରେ ରହିଥିବା ବେଳେ ୮୫୪ ଟି ବାହ୍ୟ ପଜେଟିଭ ବୋଲି ସୂଚନା ମିଳିଛି । ସେଥିମଧ୍ୟରେ ଅନୁଗୁଳ ୧୫, ବାଲେଶ୍ୱର ୧୪୨, ବରଗଡ଼ ୩୫, ଭଦ୍ରକ ୧୦୪, ବଲାଙ୍ଗିର ୩୭, ବୈାଦ୍ଦ ୪୯, କଟକ ୧୯୪, ଦେଓଗଡ଼ ୧୮, ଢେଙ୍କାନାଳ ୪୦, ଗଂଜାମ ୨୪୩, ଗଜପତି ୬, ଜଗତସିଂହପୁର ୧୬, ଯାଜପୁର ୯୮, ଝାରସୁଗୁଡ଼ା ୧୨, କଳାହାଣ୍ଡି ୬୭, କନ୍ଧମାଳ ୧୨୧, କେନ୍ଦ୍ରାପଡ଼ା ୨୭, କେନ୍ଦୁଝର ୧୩, ଖୋର୍ଦ୍ଧା ୩୧୧, କୋରାପୁଟ ୯୪, ମାଲକାନଗିରି ୯୮, ମୟୁରଭଂଜ ୯୧, ନବରଂଗପୁର ୨୧, ନୟାଗଡ଼ ୧୩, ନୂଆପଡ଼ା ୯, ପୁରୀ ୬୮, ରାୟଗଡ଼ା ୧୬୦, ସମ୍ବଲପୁର ୩୫, ସୋନପୁର ୧୧, ସୁନ୍ଦରଗଡ଼ ୧୩୬ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ମୋଟ ଆକ୍ରାନ୍ତଙ୍କ ମଧ୍ୟରୁ ୧୯୬୧୨ ଟି ମାମଲା ସକ୍ରିୟ ରହିଥିବା ୪୨୨୭୬ ଜଣ ସୁସ୍ଥ ହୋଇଥିବା ଜଣାଯାଇଛି ।

ପ୍ରଶାସନିକ ସ୍ତରରେ କବି ଜୟଦେବଙ୍କ ଜୟନ୍ତୀ ପାଳିତ

ପ୍ରଶାସନିକ ସ୍ତରରେ କବି ଜୟଦେବଙ୍କ ଜୟନ୍ତୀ ପାଳିତ

April 20, 2026
ସୁନାମଧନ୍ୟ ବଂଶୀବାଦକ ବାଉରୀବନ୍ଧୁଙ୍କ ପରଲୋକରେ ଶୋକସଭା

ସୁନାମଧନ୍ୟ ବଂଶୀବାଦକ ବାଉରୀବନ୍ଧୁଙ୍କ ପରଲୋକରେ ଶୋକସଭା

April 20, 2026
ରୋଟାରୀ କ୍ଲବ୍ ନୟାଗଡ଼ରେ ପଲ୍ ହ୍ୟାରିସ୍‌ଙ୍କ ଜନ୍ମଦିନ

ରୋଟାରୀ କ୍ଲବ୍ ନୟାଗଡ଼ରେ ପଲ୍ ହ୍ୟାରିସ୍‌ଙ୍କ ଜନ୍ମଦିନ

April 20, 2026
ପବିତ୍ର ଅକ୍ଷୟ ତୃତୀୟାରେ ଅଖିମୁଠି ଅନୁକଳ କଲେ ମନ୍ତ୍ରୀ

ପବିତ୍ର ଅକ୍ଷୟ ତୃତୀୟାରେ ଅଖିମୁଠି ଅନୁକଳ କଲେ ମନ୍ତ୍ରୀ

April 20, 2026
ଡ଼ିଏଭି ପବ୍ଲିକ ସ୍କୁଲରେ ସ୍ୱେଚ୍ଛାକୃତ ରକ୍ତଦାନ ଶିବିର:୪୦ ୟୁନିଟ୍ ରକ୍ତ ସଂଗ୍ରହ

ଡ଼ିଏଭି ପବ୍ଲିକ ସ୍କୁଲରେ ସ୍ୱେଚ୍ଛାକୃତ ରକ୍ତଦାନ ଶିବିର:୪୦ ୟୁନିଟ୍ ରକ୍ତ ସଂଗ୍ରହ

April 19, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!