Tuesday, July 7, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

କରୋନା ଆକ୍ରାନ୍ତ ହେଲେ ସରପଂଚ

by Anil Panda
August 17, 2020
in Feature News, Nayagarh
କରୋନା; ଚାବୁକ ଦରକାର
1.4k
VIEWS
Share on FacebookShare on Twitter

ନୟାଗଡ଼, (ବାଘୁଆବାର୍ତ୍ତା): ନୟାଗଡ଼ ଜିଲ୍ଲାରେ କରୋନା କାୟା ମେଲାଇ ଚାଲିଥିବା ବେଳେ ଜଣେ ସରପଂଚ କରୋନା ଆକ୍ରାନ୍ତ ହୋଇଥିବା ଜଣାଯାଇଛି । ସୂଚନାନୁସାରେ, ନୟାଗଡ଼ ବ୍ଲକ ନାଟୁଗାଁ ସରପଂଚ ପଦ୍ମଚରଣ ଉଦୟଭାନୁ କରୋନା ଆକ୍ରାନ୍ତ ହୋଇଥିବା ଜଣାଯାଇଛି । ଏନେଇ ସରପଂଚଙ୍କ ସଂସ୍ପର୍ଶରେ ଆସିଥିବା ଲୋକମାନେ ନିଜର ସ୍ୱାସ୍ଥ୍ୟ ପରୀକ୍ଷା କରାଇ ନେବାକୁ ସେ ପରାମର୍ଶ ଦେଇଛନ୍ତି । ଜିଲ୍ଲାରେ କରୋନା ଯୋଦ୍ଧାମାନେ କରୋନା ଆକ୍ରାନ୍ତ ହେବାକୁ ନେଇ ଏବେ ସମସ୍ୟା ସୃଷ୍ଟି ହୋଇଛି ।

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026
ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!