Monday, October 26, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଜିଲ୍ଲାରେ ନୂଆ ୧୧ କରୋନା ଆକ୍ରାନ୍ତ ମୋଟ ସଂଖ୍ୟା ୧୬୫୩

by Anil Panda
August 19, 2020
in Feature News, Nayagarh
୪0 ସ୍ଥାନୀୟ ସଂକ୍ରମିତ, ମୋଟ ୯୦୫
465
VIEWS
Share on FacebookShare on Twitter

ନୟାଗଡ଼, (ବାଘୁଆବାର୍ତ୍ତା) : ନୟାଗଡ଼ ଜିଲ୍ଲାରୁ ୧୧ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିବା ରାଜ୍ୟ ସରକାର ସୂଚନା ଦେଇଛନ୍ତି । ଜିଲ୍ଲାରେ ପୂର୍ବରୁ ୧୬୪୨ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଆଜିର ୧୧ ଆକ୍ରାନ୍ତକୁ ମିଶାଇ ମୋଟ ସଂଖ୍ୟା ୧୬୫୩ ବୋଲି ଜଣାଯାଇଛି । ଏହି ଆକ୍ରାନ୍ତଙ୍କ ମଧ୍ୟରେ ଭାପୁର ବ୍ଲକରୁ ଜଣେ ଆକ୍ରାନ୍ତ ରହିଥିବା ବେଳେ ଗଣିଆ ବ୍ଲକରୁ ଦୁଇ ଜଣ, ଖଣ୍ଡପଡ଼ା ବ୍ଲକରୁ ଜଣେ, ନୂଆଗାଁରୁ ଜଣେ, ଓଡ଼ଗାଁରୁ ଜଣେ, ରଣପୁର ବ୍ଲକରୁ ୪ ଜଣ ଏବଂ ନୟାଗଡ଼ ପୈାରାଞ୍ଚଳରୁ ଜଣେ ଆକ୍ରାନ୍ତ ରହିଥିବା ସୂଚନା ମିଳିଛି । ଅନ୍ୟପକ୍ଷେ, ଜିଲ୍ଲାରେ କରୋନା ଆକ୍ରାନ୍ତ ସଂଖ୍ୟା ଯେଉଁ ପରିମାଣରେ ବୃଦ୍ଧି ପାଉଛି, ସେହି ତୁଳନାରେ ସୁସ୍ଥଙ୍କ ସଂଖ୍ୟା ମଧ୍ୟ ବୃଦ୍ଧି ପାଉଛି । ରାଜ୍ୟ ସରକାରଙ୍କ ସୂଚନା ମୁତାବକ, ୧୮ ତାରିଖ ସଂନ୍ଧ୍ୟା ସୁଦ୍ଧା ନୟାଗଡ଼ ଜିଲ୍ଲାର କରୋନା ଆକ୍ରାନ୍ତଙ୍କ ମଧ୍ୟରୁ ୯୦୮ ଜଣ ସୁସ୍ଥ ହୋଇଥିବା ଜଣାଯାଇଛି । ସେହିଭଳି ଭାବେ ନୟାଗଡ଼ ଜିଲ୍ଲାରେ ୧୧ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଥିବା ବେଳେ ୨ ଜଣ ବ୍ୟକ୍ତି କରୋନା ଆକ୍ରାନ୍ତ ହୋଇ ଅନ୍ୟ ରୋଗରେ ମୃତ୍ୟୁ ବରଣ କରିଥିବା ଜଣାଯାଇଛି ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!