Thursday, April 23, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଦଶପଲ୍ଲାରେ କାୟା ମେଲାଉଛି କରୋନା, ବ୍ଲକ ଓ ସରଗିଣ୍ଡା ପଂଚାୟତ ସଟ୍‌ଡାଉନ୍

by Anil Panda
August 27, 2020
in Nayagarh
ସୁସ୍ଥ ହେଲେ ୬୨, ମୋଟ ୯୭୦
388
VIEWS
Share on FacebookShare on Twitter

ନୟାଗଡ଼, (ବାଘୁଆବାର୍ତ୍ତା) : ନୟାଗଡ଼ ଜିଲ୍ଲାରେ କରୋନା ମହାମାରୀ କାୟା ମେଲାଇ ଚାଲିଥିବା ବେଳେ ଦଶପଲ୍ଲା ବ୍ଲକ କାର୍ଯ୍ୟାଳୟର କିଛି କର୍ମଚାରୀ କରୋନା ଆକ୍ରାନ୍ତ ହୋଇଥିବା ଜଣାଯାଇଛି । ଫଳରେ ବ୍ଲକ କାର୍ଯ୍ୟାଳୟକୁ ଦଶପଲ୍ଲା ତହସିଲ୍‌ଦାର ଅକ୍ଷୟ କୁମାର ଖେମୁଣ୍ଡ ଦୁଇ ଦିନ ସଟ୍‌ଡାଉନ୍ ଘୋଷଣା କରିଛନ୍ତି । ସେହିଭଳି ସରିଗଣ୍ଡା ପଂଚାୟତ ସବର୍ଣ୍ଣସାହି ଏବଂ ଏକ ବ୍ୟାଙ୍କୁ ସଟ୍‌ଡାଉନ୍ କରାଯାଇଥିବା ଜଣାଯାଇଛି । ଅନ୍ୟପକ୍ଷେ, ଦଶପଲ୍ଲା ବ୍ଲକରେ ଆକ୍ରାନ୍ତଙ୍କ ସହ ମୃତ୍ୟୁ ସଂଖ୍ୟା ମଧ୍ୟ ବୃଦ୍ଧି ପାଉଛି । ଏହି ବ୍ଲକରେ କରୋନା ଆକ୍ରାନ୍ତ ହୋଇ ୪ ଜଣରୁ ଉର୍ଦ୍ଧ୍ୱ ବ୍ୟକ୍ତିଙ୍କ ମୃତ୍ୟୁ ହୋଇସାରିଥିବା ଜଣାଯାଇଛି ।

ମୁଖ୍ୟମନ୍ତ୍ରୀ କନ୍ୟାଦାନ ଯୋଜନା:୨୧ରେ ଯୋଡ଼ା ହେଲେ ୨୨ଯୋଡ଼ା ନବ ଦମ୍ପତ୍ତି

ମୁଖ୍ୟମନ୍ତ୍ରୀ କନ୍ୟାଦାନ ଯୋଜନା:୨୧ରେ ଯୋଡ଼ା ହେଲେ ୨୨ଯୋଡ଼ା ନବ ଦମ୍ପତ୍ତି

April 22, 2026
ପ୍ରଶାସନିକ ସ୍ତରରେ କବି ଜୟଦେବଙ୍କ ଜୟନ୍ତୀ ପାଳିତ

ପ୍ରଶାସନିକ ସ୍ତରରେ କବି ଜୟଦେବଙ୍କ ଜୟନ୍ତୀ ପାଳିତ

April 20, 2026
ସୁନାମଧନ୍ୟ ବଂଶୀବାଦକ ବାଉରୀବନ୍ଧୁଙ୍କ ପରଲୋକରେ ଶୋକସଭା

ସୁନାମଧନ୍ୟ ବଂଶୀବାଦକ ବାଉରୀବନ୍ଧୁଙ୍କ ପରଲୋକରେ ଶୋକସଭା

April 20, 2026
ରୋଟାରୀ କ୍ଲବ୍ ନୟାଗଡ଼ରେ ପଲ୍ ହ୍ୟାରିସ୍‌ଙ୍କ ଜନ୍ମଦିନ

ରୋଟାରୀ କ୍ଲବ୍ ନୟାଗଡ଼ରେ ପଲ୍ ହ୍ୟାରିସ୍‌ଙ୍କ ଜନ୍ମଦିନ

April 20, 2026
ପବିତ୍ର ଅକ୍ଷୟ ତୃତୀୟାରେ ଅଖିମୁଠି ଅନୁକଳ କଲେ ମନ୍ତ୍ରୀ

ପବିତ୍ର ଅକ୍ଷୟ ତୃତୀୟାରେ ଅଖିମୁଠି ଅନୁକଳ କଲେ ମନ୍ତ୍ରୀ

April 20, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!