Saturday, October 24, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ରାଜ୍ୟରେ ୩୮୧୦, ନୟାଗଡ଼ରେ ଅର୍ଦ୍ଧଶତକ ପାର

by Anil Panda
September 6, 2020
in Feature News, Nayagarh
କରୋନା; ଚାବୁକ ଦରକାର
630
VIEWS
Share on FacebookShare on Twitter

ଭୂବନେଶ୍ୱର,(ବାଘୁଆବାର୍ତ୍ତା): ଆଜି ରାଜ୍ୟରେ ନୂଆ ୩୮୧୦ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ଜଣାଯାଇଛି । ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧ ଲକ୍ଷ ୨୪ ହଜାର ୩୧ ରେ ପଂହଚିଛି । ସେଥିମଧ୍ୟରେ ୨୨୮୬ ଜଣ ସଂଗରୋଧ କେନ୍ଦ୍ରରେ ରହିଥିବା ବେଳେ ୧୫୨୪ ଟି ବାହ୍ୟ ପଜେଟିଭ ବୋଲି ସୂଚନା ମିଳିଛି । ସେଥିମଧ୍ୟରେ ଅନୁଗୁଳ ୭୩, ବାଲେଶ୍ୱର ୧୨୦, ବରଗଡ଼ ୩୯୬, ଭଦ୍ରକ ୧୦୭, ବଲାଙ୍ଗିର ୪୩, ବୈାଦ୍ଦ ୨୯, କଟକ ୩୩୨, ଦେବଗଡ଼ ୭, ଢେଙ୍କାନାଳ ୫୧, ଗଜପତି ୨୦, ଗଂଜାମ ୧୦୮, ଜଗତସିଂହପୁର ୬୭, ଯାଜପୁର ୨୫୨, ଝାରସୁଗୁଡ଼ା ୧୯୨, କଳାହାଣ୍ଡି ୫୭, କନ୍ଧମାଳ ୪୫, କେନ୍ଦ୍ରାପଡ଼ା ୧୦୩, କେନ୍ଦୁଝର ୮୪, ଖୋର୍ଦ୍ଧା ୭୯୭, କୋରାପୁଟ ୮୪, ମାଲକାନଗିରି ୩୭, ମୟୁରଭଂଜ ୧୪୨, ନବରଂଗପୁର ୭୮, ନୟାଗଡ଼ ୬୨, ନୂଆପଡ଼ା ୯୩, ପୁରୀ ୧୧୭, ରାୟଗଡ଼ା ୧୦୧, ସମ୍ବଲପୁର ୮୩, ସୋନପୁର ୧୦୬, ସୁନ୍ଦରଗଡ଼ ୩୪ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ମୋଟ ଆକ୍ରାନ୍ତଙ୍କ ମଧ୍ୟରୁ ୨୯୬୫୮ ଟି ମାମଲା ସକ୍ରିୟ ରହିଥିବା ୯୩୭୭୪ ଜଣ ସୁସ୍ଥ ହୋଇଥିବା ଜଣାଯାଇଛି ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!