ନୟାଗଡ଼, (ବାଘୁଆବାର୍ତ୍ତା) : ନୟାଗଡ଼ ଜିଲ୍ଲାରେ କରୋନା କାୟା ମେଲାଇ ଚାଲିଥିବା ବେଳେ ନୟାଗଡ଼ ବିଜ୍ଞାପିତ ଅଂଚଳ ପରିଷଦର ପୂର୍ବତନ ନଗରପାଳ ଗୁରୁପ୍ରସାଦ ଜେନା କରୋନା ଆକ୍ରାନ୍ତ ହୋଇଥିବା ଜଣାଯାଇଛି । ତାଙ୍କ ସହିତ ତାଙ୍କ ପôତୀ ଏବଂ ପୁଅ ମଧ୍ୟ କରୋନା ଆକ୍ରାନ୍ତ ବୋଲି ସୂଚନା ମିଳିଛି । ତାଙ୍କୁ ଚିକିତ୍ସା ନିମନ୍ତେ ପଠାଇବା ନିମନ୍ତେ ପ୍ରଶାସନ ପକ୍ଷରୁ ପ୍ରସ୍ତୁତି ଚାଲିଥିବା ଜଣାଯାଇଛି ।






