Sunday, July 12, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ରାଜ୍ୟରେ ୩୭୭୭, ନୟାଗଡ଼ରେ ୭୧

by Anil Panda
September 12, 2020
in Breaking, Nayagarh
କରୋନା; ଚାବୁକ ଦରକାର
391
VIEWS
Share on FacebookShare on Twitter

ଭୂବନେଶ୍ୱର,(ବାଘୁଆବାର୍ତ୍ତା): ଆଜି ରାଜ୍ୟରେ ନୂଆ ୩୭୭୭ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ଜଣାଯାଇଛି । ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧ ଲକ୍ଷ ୪୬ ହଜାର ୮୯୪ ରେ ପଂହଚିଛି । ସେଥିମଧ୍ୟରେ ୨୧୯୧ ଜଣ ସଂଗରୋଧ କେନ୍ଦ୍ରରେ ରହିଥିବା ବେଳେ ୧୫୮୬ ଟି ବାହ୍ୟ ପଜେଟିଭ ବୋଲି ସୂଚନା ମିଳିଛି । ସେଥିମଧ୍ୟରେ ଅନୁଗୁଳ ୧୧୫, ବାଲେଶ୍ୱର ୧୨୭, ବରଗଡ଼ ୧୩୯, ଭଦ୍ରକ ୬୭, ବଲାଙ୍ଗିର ୫୧, ବୈାଦ୍ଦ ୨୬, କଟକ ୩୬୮, ଦେବଗଡ଼ ୧୪, ଢେଙ୍କାନାଳ ୬୭, ଗଜପତି ୧୩, ଗଂଜାମ ୫୮, ଜଗତସିଂହପୁର ୧୦୦, ଯାଜପୁର ୧୩୩, ଝାରସୁଗୁଡ଼ା ୭୦, କଳାହାଣ୍ଡି ୭୦, କନ୍ଧମାଳ ୪୯, କେନ୍ଦ୍ରାପଡ଼ା ୧୪୮, କେନ୍ଦୁଝର ୭୮, ଖୋର୍ଦ୍ଧା ୮୧୫, କୋରାପୁଟ ୯୮, ମାଲକାନଗିରି ୨୬, ମୟୁରଭଂଜ ୫୮, ନବରଂଗପୁର ୧୦୭, ନୟାଗଡ଼ ୭୧, ନୂଆପଡ଼ା ୭୩, ପୁରୀ ୨୩୭, ରାୟଗଡ଼ା ୭୫, ସମ୍ବଲପୁର ୧୧୨, ସୋନପୁର ୭୨, ସୁନ୍ଦରଗଡ଼ ୧୪୮ ଜଣ, ଅନ୍ୟାନ ୧୯୨ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ମୋଟ ଆକ୍ରାନ୍ତଙ୍କ ମଧ୍ୟରୁ ୩୪୧୬୩ ଟି ମାମଲା ସକ୍ରିୟ ରହିଥିବା ୧୧୨୦୬୨ ଜଣ ସୁସ୍ଥ ହୋଇଥିବା ଜଣାଯାଇଛି ।

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026
ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!