Wednesday, October 28, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ରାଜ୍ୟରେ ରେକର୍ଡ଼ ଭାଙ୍ଗିଲା କରୋନା, ନୟାଗଡ଼ରେ ୪୩

by Anil Panda
September 14, 2020
in Breaking, Nayagarh
କରୋନା; ଚାବୁକ ଦରକାର
751
VIEWS
Share on FacebookShare on Twitter

ଭୂବନେଶ୍ୱର,(ବାଘୁଆବାର୍ତ୍ତା): ଆଜି ରାଜ୍ୟରେ ନୂଆ ୪୧୯୮ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ଜଣାଯାଇଛି । ଯାହାକି ସବୁଠାରୁ ରେକର୍ଡ଼ ସଂଖ୍ୟକ ବୋଲି ଜଣାଯାଇଛି । ଫଳରେ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧ ଲକ୍ଷ ୫୫ ହଜାର ୫ରେ ପଂହଚିଛି । ସେଥିମଧ୍ୟରେ ୨୪୭୬ ଜଣ ସଂଗରୋଧ କେନ୍ଦ୍ରରେ ରହିଥିବା ବେଳେ ୧୭୨୨ ଟି ବାହ୍ୟ ପଜେଟିଭ ବୋଲି ସୂଚନା ମିଳିଛି । ସେଥିମଧ୍ୟରେ ଅନୁଗୁଳ ୧୦୮, ବାଲେଶ୍ୱର ୧୩୦, ବରଗଡ଼ ୯୫, ଭଦ୍ରକ ୫୩, ବଲାଙ୍ଗିର ୧୯୭, ବୈାଦ୍ଦ ୧୯, କଟକ ୩୬୭, ଦେବଗଡ଼ ୩୪, ଢେଙ୍କାନାଳ ୮୦, ଗଜପତି ୧୪, ଗଂଜାମ ୪୪, ଜଗତସିଂହପୁର ୯୭, ଯାଜପୁର ୧୫୬, ଝାରସୁଗୁଡ଼ା ୯୫, କଳାହାଣ୍ଡି ୯୩, କନ୍ଧମାଳ ୭୮, କେନ୍ଦ୍ରାପଡ଼ା ୧୪୩, କେନ୍ଦୁଝର ୬୩, ଖୋର୍ଦ୍ଧା ୭୫୮, କୋରାପୁଟ ୯୯, ମାଲକାନଗିରି ୨୨, ମୟୁରଭଂଜ ୧୩୩, ନବରଂଗପୁର ୯୮, ନୟାଗଡ଼ ୪୩, ନୂଆପଡ଼ା ୧୧୬, ପୁରୀ ୩୧୦, ରାୟଗଡ଼ା ୧୩୬, ସମ୍ବଲପୁର ୧୩୦, ସୋନପୁର ୭୪, ସୁନ୍ଦରଗଡ଼ ୧୯୫ ଜଣ, ଅନ୍ୟାନ ୨୧୮ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ମୋଟ ଆକ୍ରାନ୍ତଙ୍କ ମଧ୍ୟରୁ ୩୫୬୭୩ ଟି ମାମଲା ସକ୍ରିୟ ରହିଥିବା ୧୧୮୬୪୨ ଜଣ ସୁସ୍ଥ ହୋଇଥିବା ଜଣାଯାଇଛି ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!