Wednesday, October 28, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ରାଜ୍ୟରେ ୪୧୮୦, ନୟାଗଡ଼ରେ ସଂଖ୍ୟାଧିକ

by Anil Panda
September 18, 2020
in Breaking, Nayagarh
କରୋନା; ଚାବୁକ ଦରକାର
978
VIEWS
Share on FacebookShare on Twitter

ଭୂବନେଶ୍ୱର,(ବାଘୁଆବାର୍ତ୍ତା): ଆଜି ରାଜ୍ୟରେ ନୂଆ ୪୧୮୦ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ଜଣାଯାଇଛି । ଏହା ରେକର୍ଡ଼ ସଂଖ୍ୟକ ବୋଲି ଜଣାଯାଇଛି । ଫଳରେ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧ ଲକ୍ଷ ୬୭ ହଜାର ୧୬୧ ରେ ପଂହଚିଛି । ସେଥିମଧ୍ୟରେ ୨୪୬୬ ଜଣ ସଂଗରୋଧ କେନ୍ଦ୍ରରେ ରହିଥିବା ବେଳେ ୧୭୧୪ ଟି ବାହ୍ୟ ପଜେଟିଭ ବୋଲି ସୂଚନା ମିଳିଛି । ସେଥିମଧ୍ୟରେ ଅନୁଗୁଳ ୧୫୫, ବାଲେଶ୍ୱର ୧୩୩, ବରଗଡ଼ ୧୦୦, ଭଦ୍ରକ ୮୧, ବଲାଙ୍ଗିର ୭୩, ବୈାଦ୍ଧ ୫୬, କଟକ ୪୯୨, ଦେବଗଡ଼ ୧୦, ଢେଙ୍କାନାଳ ୬୭, ଗଜପତି ୨୫, ଗଂଜାମ ୫୮, ଜଗତସିଂହପୁର ୧୨୩, ଯାଜପୁର ୧୮୪, ଝାରସୁଗୁଡ଼ା ୮୩, କଳାହାଣ୍ଡି ୬୭, କନ୍ଧମାଳ ୭୭, କେନ୍ଦ୍ରାପଡ଼ା ୧୨୧, କେନ୍ଦୁଝର ୭୩, ଖୋର୍ଦ୍ଧା ୬୮୮, କୋରାପୁଟ ୯୯, ମାଲକାନଗିରି ୫୩, ମୟୁରଭଂଜ ୧୬୩, ନବରଂଗପୁର ୭୩, ନୟାଗଡ଼ ୫୪, ନୂଆପଡ଼ା ୫୪, ପୁରୀ ୧୬୬, ରାୟଗଡ଼ା ୧୬୦, ସମ୍ବଲପୁର ୧୨୭, ସୋନପୁର ୬୨, ସୁନ୍ଦରଗଡ଼ ୧୬୬ ଜଣ, ଅନ୍ୟାନ ୩୩୭ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ମୋଟ ଆକ୍ରାନ୍ତଙ୍କ ମଧ୍ୟରୁ ୩୭୧୪୦ ଟି ମାମଲା ସକ୍ରିୟ ରହିଥିବା ୧୩୩୪୬୬ ଜଣ ସୁସ୍ଥ ହୋଇଥିବା ଜଣାଯାଇଛି ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!