Thursday, October 29, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ନୂଆ ୩୬ଙ୍କୁ ମିଶାଇ ୩୭୩୦ ସୁସ୍ଥ, ମୋଟ ୪୨୨୩ ଆକ୍ରାନ୍ତ

by Anil Panda
September 21, 2020
in Nayagarh
ପଢ଼ନ୍ତୁ, କେଉଁ ବ୍ଲକରେ କେତେ ଆକ୍ରାନ୍ତ
187
VIEWS
Share on FacebookShare on Twitter

ନୟାଗଡ଼, (ବାଘୁଆବାର୍ତ୍ତା) : ନୟାଗଡ଼ ଜିଲ୍ଲାରେ କରୋନା ଏବେ ଭୟାନକ ସ୍ଥିତିରେ ପହଂଚି ସାରିଛି । ଆଜି ନୟାଗଡ଼ ଜିଲ୍ଲାରୁ ଆଜି ୫୩ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିବା ରାଜ୍ୟ ସରକାର ସୂଚନା ଦେଇଛନ୍ତି । ଫଳରେ ଜିଲ୍ଲାରେ ପୂର୍ବରୁ ଚିହ୍ନଟ ହୋଇଥିବା ୪୧୭୩ ଆକ୍ରାନ୍ତଙ୍କ ସହ ଆଜିର ଆକ୍ରାନ୍ତ ମିଶି ମୋଟ ସଂଖ୍ୟା ୪୨୨୬ ବୋଲି ଜଣାଯାଇଛି । ଜିଲ୍ଲାରେ କରୋନା ଆକ୍ରାନ୍ତ ସଂଖ୍ୟା ଯେଉଁ ପରିମାଣରେ ବୃଦ୍ଧି ପାଉଛି, ସେହି ତୁଳନାରେ ସୁସ୍ଥଙ୍କ ସଂଖ୍ୟା ମଧ୍ୟ ବୃଦ୍ଧି ପାଉଛି । ରାଜ୍ୟ ସରକାରଙ୍କ ସୂଚନା ମୁତାବକ, ୨୧ ତାରିଖ ମଧ୍ୟାହ୍ନ ସୁଦ୍ଧା ନୟାଗଡ଼ ଜିଲ୍ଲାର କରୋନା ଆକ୍ରାନ୍ତଙ୍କ ମଧ୍ୟରୁ ୩୬୯୪ ଜଣ ସୁସ୍ଥ ହୋଇଥିବା ବେଳେ ଏବେ ୩୬ ଜଣ ନୂଆ ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । ଫଳରେ ମୋଟ ସୁସ୍ଥଙ୍କ ସଂଖ୍ୟା ୩୭୩୦ ବୋଲି ଜଣାଯାଇଛି । ଜିଲ୍ଲାରେ କରୋନା ମୃତ୍ୟୁ ସଂଖ୍ୟା ୧୮ ବୋଲି ଜଣାଯାଇଥିବା ବେଳେ କରୋନା ଆକ୍ରାନ୍ତ ହୋଇ ଅନ୍ୟ ରୋଗରେ ଦୁଇ ଜଣ ମୃତ୍ୟୁ ବରଣ କରିଥିବା ଜଣାଯାଇଛି ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!