Sunday, June 21, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ରାଜ୍ୟରେ ୪୧୮୯, ନୟାଗଡ଼ରେ ୮୦ରୁ ଉର୍ଦ୍ଧ୍ୱ

by Anil Panda
September 22, 2020
in Nayagarh
କରୋନା; ଚାବୁକ ଦରକାର
579
VIEWS
Share on FacebookShare on Twitter

ଭୂବନେଶ୍ୱର,(ବାଘୁଆବାର୍ତ୍ତା): ଆଜି ରାଜ୍ୟରେ ନୂଆ ୪୧୮୯ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ଜଣାଯାଇଛି । ଏହା ରେକର୍ଡ଼ ସଂଖ୍ୟକ ବୋଲି ଜଣାଯାଇଛି । ଫଳରେ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧ ଲକ୍ଷ ୮୮ ହଜାର ୩୧୧ ରେ ପଂହଚିଛି । ସେଥିମଧ୍ୟରେ ୨୪୫୩ ଜଣ ସଂଗରୋଧ କେନ୍ଦ୍ରରେ ରହିଥିବା ବେଳେ ୧୭୩୬ ଟି ବାହ୍ୟ ପଜେଟିଭ ବୋଲି ସୂଚନା ମିଳିଛି । ସେଥିମଧ୍ୟରେ ଅନୁଗୁଳ ୧୦୭, ବାଲେଶ୍ୱର ୧୫୦, ବରଗଡ଼ ୧୨୮, ଭଦ୍ରକ ୩୪, ବଲାଙ୍ଗିର ୧୧୪, ବୈାଦ୍ଧ ୭୭, କଟକ ୫୮୬, ଦେବଗଡ଼ ୧୨, ଢେଙ୍କାନାଳ ୫୪, ଗଜପତି ୨, ଗଂଜାମ ୩୫, ଜଗତସିଂହପୁର ୧୦୪, ଯାଜପୁର ୧୮୭, ଝାରସୁଗୁଡ଼ା ୮୪, କଳାହାଣ୍ଡି ୧୦୫, କନ୍ଧମାଳ ୭୪, କେନ୍ଦ୍ରାପଡ଼ା ୧୨୬, କେନ୍ଦୁଝର ୩୩, ଖୋର୍ଦ୍ଧା ୭୧୨, କୋରାପୁଟ ୬୩, ମାଲକାନଗିରି ୭୨, ମୟୁରଭଂଜ ୧୭୪, ନବରଂଗପୁର ୭୫, ନୟାଗଡ଼ ୮୨, ନୂଆପଡ଼ା ୫୮, ପୁରୀ ୨୬୫, ରାୟଗଡ଼ା ୨୯, ସମ୍ବଲପୁର ୧୧୩, ସୋନପୁର ୯୦, ସୁନ୍ଦରଗଡ଼ ୨୦୧ ଜଣ, ଅନ୍ୟାନ ୨୪୩ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ମୋଟ ଆକ୍ରାନ୍ତଙ୍କ ମଧ୍ୟରୁ ୩୮୧୫୮ ଟି ମାମଲା ସକ୍ରିୟ ରହିଥିବା ୧୪୯୩୭୯ ଜଣ ସୁସ୍ଥ ହୋଇଥିବା ଜଣାଯାଇଛି ।

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026
ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026
ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

May 27, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!