Thursday, June 18, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ରାଜ୍ୟରେ ୩୪୪୩, ନୟାଗଡ଼ରେ ଅର୍ଦ୍ଧଶତକ ପାର୍‌

by Anil Panda
September 30, 2020
in Nayagarh
କରୋନା; ଚାବୁକ ଦରକାର
245
VIEWS
Share on FacebookShare on Twitter

ଭୂବନେଶ୍ୱର,(ବାଘୁଆବାର୍ତ୍ତା): ଆଜି ରାଜ୍ୟରେ ନୂଆ ୩୪୪୩ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ଜଣାଯାଇଛି । ଫଳରେ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୨ ଲକ୍ଷ ୧୯ ହଜାର ୧୧୯ ରେ ପଂହଚିଛି । ସେଥିମଧ୍ୟରେ ୨୦୧୭ ଜଣ ସଂଗରୋଧ କେନ୍ଦ୍ରରେ ରହିଥିବା ବେଳେ ୧୪୨୬ ଟି ବାହ୍ୟ ପଜେଟିଭ ବୋଲି ସୂଚନା ମିଳିଛି । ସେଥିମଧ୍ୟରେ ଅନୁଗୁଳ ୧୦୦, ବାଲେଶ୍ୱର ୧୫୨, ବରଗଡ଼ ୧୧୧, ଭଦ୍ରକ ୯୫, ବଲାଙ୍ଗିର ୧୧୪, ବୈାଦ୍ଧ ୧୦, କଟକ ୩୫୯, ଦେବଗଡ଼ ୧୩, ଢେଙ୍କାନାଳ ୪୭, ଗଜପତି ୧୮, ଗଂଜାମ ୫୪, ଜଗତସିଂହପୁର ୭୮, ଯାଜପୁର ୧୩୦, ଝାରସୁଗୁଡ଼ା ୭୭, କଳାହାଣ୍ଡି ୭୬, କନ୍ଧମାଳ ୧୦୩, କେନ୍ଦ୍ରାପଡ଼ା ୧୦୧, କେନ୍ଦୁଝର ୯୭, ଖୋର୍ଦ୍ଧା ୬୦୧, କୋରାପୁଟ ୫୨, ମାଲକାନଗିରି ୨୯, ମୟୁରଭଂଜ ୧୪୧, ନବରଂଗପୁର ୮୯, ନୟାଗଡ଼ ୮୮, ନୂଆପଡ଼ା ୮୭, ପୁରୀ ୧୩୨, ରାୟଗଡ଼ା ୨୯, ସମ୍ବଲପୁର ୧୩୧, ସୋନପୁର ୯୪, ସୁନ୍ଦରଗଡ଼ ୮୧ ଜଣ, ଅନ୍ୟାନ ୧୫୪ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ମୋଟ ଆକ୍ରାନ୍ତଙ୍କ ମଧ୍ୟରୁ ୩୬୭୪୩ ଟି ମାମଲା ସକ୍ରିୟ ରହିଥିବା ୧୮୧୪୮୧ ଜଣ ସୁସ୍ଥ ହୋଇଥିବା ଜଣାଯାଇଛି ।

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026
ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026
ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

May 27, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!