Tuesday, April 21, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ସଚେତନ ହେବା, କରୋନାକୁ ହରେଇବା : ଜିଲ୍ଲାପାଳ

by ସଞ୍ଜୟ ସ୍ୱାଇଁ
July 29, 2020
in Breaking, Feature News, Nayagarh
ପିଟିଏସ୍‌ରେ ଚାଲିବ ଅସ୍ଥାୟୀ ପରିବା ମାର୍କେଟ୍‌: ଜିଲ୍ଲାପାଳ
456
VIEWS
Share on FacebookShare on Twitter

ପ୍ଲାଜ୍‌ମା ଦାନ ପାଇଁ ଆହ୍ୱାନ

ନୟାଗଡ଼,(ବାଘୁଆବାର୍ତ୍ତା): ନୟାଗଡ଼ ଜିଲ୍ଲାପାଳ ଡ. ପୋମା ଟୁଡୁ ଆଜି ପ୍ଲାଜମା ଦାନ ପାଇଁ ଆହ୍ୱାନ ଦେଇଛନ୍ତି । ରାଜ୍ୟରେ ଅନେକ କରୋନା ରୋଗୀଙ୍କର ସ୍ୱାସ୍ଥ୍ୟ ଅତ୍ୟନ୍ତ ଜଟିଳ ଏବଂ ଗୁରୁତର ଅବସ୍ଥାରେ ରହିଛି । ସ୍ୱାସ୍ଥ୍ୟ ବିଶେଷଜ୍ଞଙ୍କ ମତରେ କରୋନାରୁ ସୁସ୍ଥ ହୋଇଥିବା ପ୍ରତ୍ୟେକ ବ୍ୟକ୍ତି ସୁସ୍ଥ ହେବାର ଚାରି ସପ୍ତାହ ପରେ ନିଜର ପ୍ଲାଜମା ଦାନ କରି ପାରିବେ । ଏହି ପ୍ଲାଜାମା ଅତି ଗୁରୁତର କରୋନା ଆକ୍ରାନ୍ତଙ୍କ ଶରୀରକୁ ସୁସ୍ଥ କରିବାକୁ ସହାୟକ ହୋଇଥାଏ । ଏହାର ସଫଳ ପରୀକ୍ଷଣ ହୋଇ ଏହା ମଧ୍ୟରେ ଅନେକ ଗୁରୁତର ରୋଗୀ ସୁସ୍ଥ ହୋଇ ସକରାତ୍ମକ ଲକ୍ଷଣ ଦେଖା ଯାଇଛି । ଯାହାକୁ ନେଇ ଆଜି ନୟାଗଡ଼ ଜିଲ୍ଲାପାଳ ଡ. ପୋମା ଟୁଡୁ ଜିଲ୍ଲାରୁ ସୁସ୍ଥ ହୋଇଥିବା କରୋନା ଆକ୍ରାନ୍ତଙ୍କ ମାନଙ୍କୁ ପ୍ଲାଜ୍‌ମା ଦାନ କରିବାକୁ ଆହ୍ୱାନ ଦେଇଛନ୍ତି । ଇଚ୍ଛୁକ ବ୍ୟକ୍ତି ତାଙ୍କ ବ୍ଲକର ବିଡିଓ ଓ ତହସିଲଦାରଙ୍କ ସହ ଯୋଗାଯୋଗ କରି ପ୍ଲାଜ୍‌ମା ଦାନ କରି ପାରିବେ ବୋଲି ଜିଲ୍ଲାପାଳ ପ୍ରେସ ବୃବୃତ୍ତି ମାଧ୍ୟମରେ ଜଣାଇଛନ୍ତି ।

ପ୍ରଶାସନିକ ସ୍ତରରେ କବି ଜୟଦେବଙ୍କ ଜୟନ୍ତୀ ପାଳିତ

ପ୍ରଶାସନିକ ସ୍ତରରେ କବି ଜୟଦେବଙ୍କ ଜୟନ୍ତୀ ପାଳିତ

April 20, 2026
ସୁନାମଧନ୍ୟ ବଂଶୀବାଦକ ବାଉରୀବନ୍ଧୁଙ୍କ ପରଲୋକରେ ଶୋକସଭା

ସୁନାମଧନ୍ୟ ବଂଶୀବାଦକ ବାଉରୀବନ୍ଧୁଙ୍କ ପରଲୋକରେ ଶୋକସଭା

April 20, 2026
ରୋଟାରୀ କ୍ଲବ୍ ନୟାଗଡ଼ରେ ପଲ୍ ହ୍ୟାରିସ୍‌ଙ୍କ ଜନ୍ମଦିନ

ରୋଟାରୀ କ୍ଲବ୍ ନୟାଗଡ଼ରେ ପଲ୍ ହ୍ୟାରିସ୍‌ଙ୍କ ଜନ୍ମଦିନ

April 20, 2026
ପବିତ୍ର ଅକ୍ଷୟ ତୃତୀୟାରେ ଅଖିମୁଠି ଅନୁକଳ କଲେ ମନ୍ତ୍ରୀ

ପବିତ୍ର ଅକ୍ଷୟ ତୃତୀୟାରେ ଅଖିମୁଠି ଅନୁକଳ କଲେ ମନ୍ତ୍ରୀ

April 20, 2026
ଡ଼ିଏଭି ପବ୍ଲିକ ସ୍କୁଲରେ ସ୍ୱେଚ୍ଛାକୃତ ରକ୍ତଦାନ ଶିବିର:୪୦ ୟୁନିଟ୍ ରକ୍ତ ସଂଗ୍ରହ

ଡ଼ିଏଭି ପବ୍ଲିକ ସ୍କୁଲରେ ସ୍ୱେଚ୍ଛାକୃତ ରକ୍ତଦାନ ଶିବିର:୪୦ ୟୁନିଟ୍ ରକ୍ତ ସଂଗ୍ରହ

April 19, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!