Wednesday, June 17, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଚାନ୍ଦପୁର ହେଲ୍‌ଥ ସେଣ୍ଟରକୁ ଗଲେ ୧୭ ଆକ୍ରାନ୍ତ : ଜିଲ୍ଲାପାଳ

by Anil Panda
July 8, 2020
in Breaking, Health
ମାସ୍କ ଓ ସାମାଜିକ ଦୂରତା କରୋନାକୁ ଦୂରେଇ ରଖିବ : ଜିଲ୍ଲାପାଳ
18
VIEWS
Share on FacebookShare on Twitter

ନୟାଗଡ଼, (ବାଘୁଆବାର୍ତ୍ତା) : ନୟାଗଡ଼ ଜିଲ୍ଲାରେ ପୂର୍ବରୁ ୨୦୨ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ସମସ୍ତ କରୋନା ଆକ୍ରାନ୍ତଙ୍କୁ ଭୂବନେଶ୍ୱର କୋଭିଡ୍ ହସ୍ପିଟାଲକୁ ପଠାଯାଇଥିଲା । ଆଜି ଜିଲ୍ଲାରୁ ଚିହ୍ନଟ ହୋଇଥିବା ୧୯ ଜଣ କରୋନା ଆକ୍ରାନ୍ତଙ୍କ ମଧ୍ୟରୁ ୧୭ ଜଣଙ୍କୁ ପ୍ରଥମ ଥର ପାଇଁ ଚାନ୍ଦପୁର କୋଭିଡ୍ ହେଲ୍‌ଥ ସେଣ୍ଟରକୁ ପଠାଯାଇଥିବା ଜିଲ୍ଲାପାଳ ସୂଚନା ଦେଇଛନ୍ତି । ଚାନ୍ଦପୁରଠାରେ ଥିବା ବସନ୍ତ ମଂଜରୀ ଟିବି ଚିକିତ୍ସାଳୟକୁ କୋଭିଡ୍ ହେଲ୍‌ଥ ସେଣ୍ଟରରେ ପରିବର୍ତ୍ତନ କରାଯାଇଥିବା ବେଳେ ଆଜିଠାରୁ ଏଠାରେ କରୋନା ଚିକିତ୍ସା କରାଯିବ ବୋଲି ଜଣାଯାଇଛି । ଏହି ଚିକିତ୍ସାଳୟରେ ଅନେକ ଉନ୍ନତ ବ୍ୟବସ୍ଥା ଗ୍ରହଣ କରାଯାଇଥିବା ବେଳେ ଆଇସିୟୁ ଏବଂ ଭେଣ୍ଟିଲେଟ୍‌ର ସୁବିଧା ମଧ୍ୟ ଉପଲବ୍ଧ ହୋଇଛି । ଆବଶ୍ୟକ ପଡ଼ିଲେ ଚାନ୍ଦପୁରରୁ ଭୂବନେଶ୍ୱର କୋଭିଡ୍ ହସ୍ପିଟାଲକୁ ରୋଗୀଙ୍କୁ ସ୍ଥାନାନ୍ତରଣ କରାଯିବାର ସୁବିଧା ମଧ୍ୟ କରାଯାଇଛି । ଜିଲ୍ଲାପାଳ ଆଜି ଚାନ୍ଦପୁର ଗ୍ରସ୍ତ କରି କୋଭିଡ୍ ହସ୍ପିଟାଲ କର୍ମଚାରୀଙ୍କ ସହ ଆଲୋଚନା କରିବା ସହ ଆନୁଷଙ୍ଗିକ ବ୍ୟବସ୍ଥା ସଂମ୍ପର୍କରେ ଆଲୋଚନା କରିଛନ୍ତି ।

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026
ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026
ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

May 27, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!