Sunday, July 12, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଡାବୁଗାଁରେ ଗଡିଲା କରୋନା ସଚେତନତା ରଥ

by ସଞ୍ଜୟ ସ୍ୱାଇଁ
June 2, 2021
in Health, State
ଡାବୁଗାଁରେ ଗଡିଲା କରୋନା ସଚେତନତା ରଥ
66
VIEWS
Share on FacebookShare on Twitter

ଡାବୁଗାଁ, (ବାଘୁଆବାର୍ତ୍ତା) ନବରଙ୍ଗପୁର ଜିଲା ଡାବୁଗାଁ ବ୍ଲକରେ କରୋନା ସଚେତନତା ରଥକୁ ମୁଖ୍ୟ ଅତିଥି ଭାବେ ଡାବୁଗାଁ ବ୍ଲକ ଅଧ୍ୟକ୍ଷ ବଂଶୀଧର ମାଝୀ ସବୁଜ ପତାକା ଦେଖାଇ ବୁଧବାର ଉଦଘାଟନ କରିଛନ୍ତି । ଡାବୁଗାଁ ବ୍ଲକ ପ୍ରଶାସନ ଓ ସ୍ପ୍ରେଡ ସଂଗଠନର ମିଳିତ କରୋନା ସଚେତନତା ରଥ ଆଜି ଠାରୁ ଆରମ୍ଭ ହୋଇ ୭ ଦିନ ପର୍ୟ୍ୟନ୍ତ ଚାଲିବ । ଏହି ସଚେତନତା ରଥ ମାଧ୍ୟମରେ କରୋନା ଭୂତାଣୁ ରୁ ରକ୍ଷା ପାଇବାର ବିଭିନ୍ନ ଉପାୟ ମାନ ପ୍ରଚାର ଚାଲିଛି । ମାସ୍କ ପରିଧାନ କରିବା, ସାମାଜିକ ଦୂରତା ରକ୍ଷା କରିବା, ସାନିଟାଇଜର ବ୍ୟବହାର, ସଠିକ ସମୟରେ ଡାକ୍ତରଙ୍କ ପରାମର୍ଶ କରିବା, ଟୀକା ନେବା ପାଇଁ ଅନଲାଇନ ରେଜିଷ୍ଟେସନ କରିବା ଆଦି ପ୍ରଚାର କରାଯିବା ସହ ଲୋକଙ୍କୁ ରୋଗକୁ ଭୟ କରି ଆତଙ୍କିତ ନ ହେବା ପାଇଁ ପରାମର୍ଶ ଦିଆଯିବ । ଏଥିରେ ଭାରପ୍ରାପ୍ତ ବିଡିଓ ବିଜୟ କୁମାର ସିଂ, ଗ୍ରାମ ପଞ୍ଚାୟତ ସଂମ୍ପ୍ରସାରଣ ଅଧିକାରୀ ଏ॰ଡି॰ ପ୍ରସାଦ, ସ୍ପ୍ରେଡ ର ପଞ୍ଚାୟତ ସଂଯୋଜକ ଅରବିନ୍ଦ ନାୟକ ଓ ଡମ୍ବରୁ ମାଝୀ ପ୍ରମୁଖ ଉପସ୍ଥିତ ଥିଲେ ।

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026
ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!