Sunday, September 6, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ରୋହିବାଙ୍କରେ କରୋନା ସଚେତନତା କାର୍ଯ୍ୟକ୍ରମ

by Anil Panda
July 29, 2020
in Feature News, Nayagarh
ରୋହିବାଙ୍କରେ କରୋନା ସଚେତନତା କାର୍ଯ୍ୟକ୍ରମ
251
VIEWS
Share on FacebookShare on Twitter

ଓଡ଼ଗାଁ, (ବାଘୁଆବାର୍ତ୍ତା) : ରୋହିବାଙ୍କ ପଂଚାୟତ ଅଂଚଳର ବିଭିନ୍ନ ଗାଁ ମାନଙ୍କରେ ରୋହିବାଙ୍କ ଓ ବାଘୁଆ ଗେଟ୍ ଗାଁ କଲ୍ୟାଣ ସମିତିର ମିଳିତ ସହଯୋଗରେ ଏକ କରୋନା ସଚେତନତା ଶୋଭାଯାତ୍ରା ଅନୁଷ୍ଠିତ ହୋଇଯାଇଛି । ଗ୍ରାମ ସଭାପତି ହରେକୃଷ୍ଣ ପ୍ରଧାନ, ସରପଂଚ ମୁରଲୀଧର ପ୍ରଧାନ, ସମିତି ସଭ୍ୟ ଦିଲେଶ୍ୱର ପାତ୍ରଙ୍କ ତତ୍ୱାବଧାନରେ କାର୍ଯ୍ୟକ୍ରମ ପରିଚାଳିତ ହୋଇଥିଲା । ଗାଁ କଲ୍ୟାଣ ସମିତି, ସ୍ୱୟଂ ସହାୟକ ଗୋଷ୍ଠୀର ସଭ୍ୟାମାନେ ଏବଂ ଡଃ ରାକେଶ କୁମାର ସାହୁ, ସୁପରଭାଇଜର ସୁରେନ୍ଦ୍ର ନାୟକ, ସାଧନ କେନ୍ଦ୍ର ସଂଯୋଜକ ରଞ୍ଜନ କୁମାର ଦାଶ ଓ ଅନ୍ୟମାନେ ହାତରେ ପ୍ଳାଗକାର୍ଡ ଧରି ଅଜଥାରେ ବାହାରେ ନବୁଲି ଘରେ ରହିବା, ମୁହଁରେ ମାସ୍କ ବାନ୍ଧି ବାହାରକୁଯିବା, ସାବୁନରେ ବାରମ୍ବାର ହାତ ଧୋଇବା, ବୟଷ୍କ ମାନଙ୍କୁ ବାହାରକୁ ନଛାଡିବାପରି ବିଭିନ୍ନ ଶ୍ଲୋଗାନ ଦେଇ ରୋହିବାଙ୍କ ପଂଚାୟତର ସାହିମାନଙ୍କରେ ବୁଲି ସାଧାରଣ ଜନତାଙ୍କୁ କରୋନା ସଂକ୍ରମଣରୁ କିପରି ଦୁରେଇ ରହିବେ ସେନେଇ ସଚେତନ କରାଇଥିଲେ । ଅନ୍ୟମାନଙ୍କ ମଧ୍ୟରେ ଓଡ଼ଗାଁ ଆଦର୍ଶ ଥାନା ଏସଆଇ ସ୍ନେହଲତା ପ୍ରଧାନ, ଯୁଗଳ ନାୟକ, ଅଙ୍ଗନଓାଡି କର୍ମି ଏହି କାର୍ଯ୍ୟକ୍ରମରେ ସକ୍ରିୟ ସହଯୋଗ କରିଥିଲେ ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!