Wednesday, April 22, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଜିଲ୍ଲାରୁ ୨୯, ଭାପୁରରୁ ୨୨

by Anil Panda
July 29, 2020
in Breaking, Nayagarh
ଜିଲ୍ଲାରୁ ଆଜି ୮ ଆକ୍ରାନ୍ତ, ଦଶପଲ୍ଲାରୁ ୫
935
VIEWS
Share on FacebookShare on Twitter

ନୟାଗଡ଼,(ବାଘୁଆବାର୍ତ୍ତା): ନୟାଗଡ଼ ଜିଲ୍ଲାରେ କାୟା ମେଲାଇ ଚାଲିଥିବା କରୋନା ଦ୍ୱାରା ଆଜି ୨୯ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଜିଲ୍ଲା ପ୍ରଶାସନଙ୍କ ପକ୍ଷରୁ ମିଳିଥିବା ସୂଚନାନୁସାରେ, ୫ ବ୍ଲକରୁ ୨୯ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସମସ୍ତ ଆକ୍ରାନ୍ତ ସ୍ଥାନୀୟ ସଂକ୍ରମଣ ବୋଲି ଜଣାଯାଇଛି । ଏମାନଙ୍କ ମଧ୍ୟରେ ଭାପୁର ବ୍ଲକରୁ ୨୨ ଜଣ, ନୟାଗଡ଼ ପୈାରାଞ୍ଚଳରୁ ୨ ଜଣ, ରଣପୁରରୁ ୨ ଜଣ, ଦଶପଲ୍ଲାରୁ ୨ ଜଣ ଏବଂ ଖଣ୍ଡପଡ଼ାରୁ ଜଣେ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ।

ପ୍ରଶାସନିକ ସ୍ତରରେ କବି ଜୟଦେବଙ୍କ ଜୟନ୍ତୀ ପାଳିତ

ପ୍ରଶାସନିକ ସ୍ତରରେ କବି ଜୟଦେବଙ୍କ ଜୟନ୍ତୀ ପାଳିତ

April 20, 2026
ସୁନାମଧନ୍ୟ ବଂଶୀବାଦକ ବାଉରୀବନ୍ଧୁଙ୍କ ପରଲୋକରେ ଶୋକସଭା

ସୁନାମଧନ୍ୟ ବଂଶୀବାଦକ ବାଉରୀବନ୍ଧୁଙ୍କ ପରଲୋକରେ ଶୋକସଭା

April 20, 2026
ରୋଟାରୀ କ୍ଲବ୍ ନୟାଗଡ଼ରେ ପଲ୍ ହ୍ୟାରିସ୍‌ଙ୍କ ଜନ୍ମଦିନ

ରୋଟାରୀ କ୍ଲବ୍ ନୟାଗଡ଼ରେ ପଲ୍ ହ୍ୟାରିସ୍‌ଙ୍କ ଜନ୍ମଦିନ

April 20, 2026
ପବିତ୍ର ଅକ୍ଷୟ ତୃତୀୟାରେ ଅଖିମୁଠି ଅନୁକଳ କଲେ ମନ୍ତ୍ରୀ

ପବିତ୍ର ଅକ୍ଷୟ ତୃତୀୟାରେ ଅଖିମୁଠି ଅନୁକଳ କଲେ ମନ୍ତ୍ରୀ

April 20, 2026
ଡ଼ିଏଭି ପବ୍ଲିକ ସ୍କୁଲରେ ସ୍ୱେଚ୍ଛାକୃତ ରକ୍ତଦାନ ଶିବିର:୪୦ ୟୁନିଟ୍ ରକ୍ତ ସଂଗ୍ରହ

ଡ଼ିଏଭି ପବ୍ଲିକ ସ୍କୁଲରେ ସ୍ୱେଚ୍ଛାକୃତ ରକ୍ତଦାନ ଶିବିର:୪୦ ୟୁନିଟ୍ ରକ୍ତ ସଂଗ୍ରହ

April 19, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!