Sunday, November 15, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଜିଲ୍ଲାରେ ୧୯ ଆକ୍ରାନ୍ତ ଚିହ୍ନଟ, ୧୧ ସ୍ଥାନୀୟ, ୯ ସଂଗରୋଧ

by Anil Panda
July 8, 2020
in Breaking
corona
60
VIEWS
Share on FacebookShare on Twitter

ନୟାଗଡ଼, (ବାଘୁଆବାର୍ତ୍ତା): ନୟାଗଡ଼ ଜିଲ୍ଲାର ୧୯ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏହି ୧୯ ଜଣଙ୍କ ମଧ୍ୟରୁ ୧୧ଟି ସ୍ଥାନୀୟ ସଂକ୍ରମଣ ରହିଥିବା ବେଳେ ୮ଟି ସଂଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବା ନେଇ ଜିଲ୍ଲା କୋଭିଡ୍ ନୋଡାଲ୍ ଅଧିକାରୀ ଧନରାଜ୍ ଏଚ୍‌.ଡି ସୂଚନା ଦେଇଛନ୍ତି । ସୂଚନାନୁସାରେ, ଓଡ଼ଗାଁ ବ୍ଲକରୁ ୮ ଜଣ କରୋନା ଆକ୍ରାନ୍ତଙ୍କ ମଧ୍ୟରେ ସୁନାମୁହିଁ ପଂଚାୟତରୁ ୬ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ କୁରାଳ ପଂଚାୟତରୁ ଜଣେ ଏବଂ ଓଡ଼ଗାଁରୁ ଜଣେ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସେହିଭଳି ନୂଆଗାଁ ବ୍ଲକ ମହୀପୁରରୁ ଜଣେ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ନୟାଗଡ଼ ବ୍ଲକରୁ ପଣ୍ଡୁସରରୁ ଦୁଇ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ବିରିଡ଼ା ପଂଚାୟତ ଜଣେ ଆକ୍ରାନ୍ତ ଭୂବନେଶ୍ୱରର ଏକ ଘରୋଇ ହସ୍ପିଟାଲରୁ ଚିହ୍ନଟ ହୋଇଛନ୍ତି । ସେହିଭଳି ନୂଆଗାଁ ବ୍ଲକ ମହୀପୁରରୁ ଜଣେ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ରଣପୁର ବ୍ଲକରୁ ଚିହ୍ନଟ ହୋଇଥିବା ୭ ଜଣଙ୍କ ମଧ୍ୟରେ ମଝିଆଖଣ୍ଡ ସଂଗରୋଧରୁ ୪ ଜଣ ଏବଂ ଗୋପାଳପୁର ସଂଗରୋଧରୁ ୩ ଜଣ ଚିହ୍ନଟ ହୋଇଥିବା ଜଣାଯାଇଛି । ଜିଲ୍ଲାରେ ପୂର୍ବରୁ ୨୦୨ ଆକ୍ରାନ୍ତ ରହିଥିବା ବେଳେ ଆଜିର ଆକ୍ରାନ୍ତଙ୍କୁ ମିଶାଇ ମୋଟ ଆକ୍ରାନ୍ତ ସଂଖ୍ୟା ୨୨୧ରେ ପହଂଚିଥିବା ଜଣାଯାଇଛି ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!