Thursday, June 18, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ରାଜ୍ୟରେ ୨୪୭୮, ନୂଆ ୯୦, ନୟାଗଡ଼ ୭୬ରେ ପଂହଚିଲା

by Anil Panda
June 4, 2020
in Breaking
କେନ୍ଦୁଝରରେ ୨ ଆକ୍ରାନ୍ତ, ରାଜ୍ୟରେ ୪୩୯ ଆକ୍ରାନ୍ତ ସଂଖ୍ୟା
64
VIEWS
Share on FacebookShare on Twitter

ଭୂବନେଶ୍ୱର,(ବାଘୁଆବାର୍ତ୍ତା ବ୍ୟୁରୋ): ଓଡ଼ିଶାରେ କରୋନା ଆକ୍ରାନ୍ତ ସଂଖ୍ୟା ଭୟାବହ ଭାବେ ବଢ଼ି ଚାଲିଛି । ରାଜ୍ୟରେ ନୂଆ ୯୦ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୨୪୭୮ରେ ପଂହଚିଛି । ସେଥିମଧ୍ୟରେ ୭୯ ଜଣ ସଂଗରୋଧ କେନ୍ଦ୍ରରେ ରହିଥିବା ବେଳେ ୧୧ଟି ବାହ୍ୟ ପଜେଟିଭ ବୋଲି ସୂଚନା ମିଳିଛି । ଅନ୍ୟପକ୍ଷରେ, ମୋଟ କରୋନା ଆକ୍ରାନ୍ତଙ୍କ ମଧ୍ୟରୁ ୧୦୫୩ଟି ମାମଲା ସକ୍ରିୟ ରହିଥିବା ଜଣାଯାଇଛି । ରାଜ୍ୟରେ ମୋଟ ୧୪୧୬ ଜଣ ସୁସ୍ଥ ହୋଇଛନ୍ତି । ଅନ୍ୟପକ୍ଷରେ ଆଜି ରାଜ୍ୟରୁ ବାହାରିଥିବା କରୋନା ଆକ୍ରାନ୍ତଙ୍କ ମଧ୍ୟରେ ଅନୁଗୁଳୁ ଜିଲ୍ଲାରୁ ଜଣେ କରୋନା ଆକ୍ରାନ୍ତ ଥିବା ବେଳେ ବାଲେଶ୍ୱର ୧, ବରଗଡ଼ ୧, ଭଦ୍ରକ ୯, କଟକ ୫, ଢେଙ୍କାନାଳ ୧୦, ଗଂଜାମ ୨୨, କଳାହାଣ୍ଡି ୧, ଖୋର୍ଦ୍ଧା ୨୫, ନୟାଗଡ଼ ୭, ପୁରୀ ୨, ସୁବର୍ଣ୍ଣପୁର ୧, ସୁନ୍ଦରଗଡ଼ ଜିଲ୍ଲାରୁ ୫ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ପୂର୍ବ ଆକ୍ରାନ୍ତଙ୍କୁ ମିଶାଇ ନୟାଗଡ଼ ଜିଲ୍ଲାରେ ଆକ୍ରାନ୍ତଙ୍କ ସଂଖ୍ୟା ୭୬ରେ ପହଂଚିଛି ।

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026
ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026
ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

May 27, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!