Saturday, September 26, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

କରୋନା ଯୋଦ୍ଧାଙ୍କ ପରଲୋକ

by ସଞ୍ଜୟ ସ୍ୱାଇଁ
October 20, 2020
in Nayagarh
କରୋନା ଯୋଦ୍ଧାଙ୍କ ପରଲୋକ
2.3k
VIEWS
Share on FacebookShare on Twitter

ନୟାଗଡ଼, (ବାଘୁଆବାର୍ତ୍ତା): କୋଭିଡ ଯୋଦ୍ଧା ଶ୍ରୀଧର ସ୍ୱାଇଁଙ୍କ ଆଜି ଅପରାହ୍ନରେ ଭୁବନେଶ୍ୱର ସ୍ଥିତ ଏକ ଘରୋଇ ହସ୍ପିଟାଲରେ ପରଲୋକ ଘଟିଛି l ସ୍ବର୍ଗତ ସ୍ୱାଇଁ ନୟାଗଡ ଜିଲ୍ଲାରେ ଆଶା ପରିଚାଳକ ଭାବେ କାର୍ଯ୍ୟ କରୁଥିବା ବେଳେ କିଛି ଦିନ ତଳେ ତାଙ୍କର କନ୍ଧମାଳ ଜିଲ୍ଲା ବଦଳି ହୋଇଥିଲା l ତାଙ୍କ ଘର ନୟାଗଡ଼ ନିକଟବର୍ତ୍ତୀ କଇଥଗାଡ଼ିଆ ଗ୍ରାମ ହୋଇ ଥିବା ବେଳେ ସେ ଖୁବ ଅମୟିକ, ମେଳାପୀ ତଥା କର୍ତ୍ତବ୍ୟ ପରାୟଣ ବ୍ୟକ୍ତି ଭାବେ ସମଗ୍ର ନୟାଗଡ଼ ଅଞ୍ଚଳରେ ଜଣାଶୁଣା ଥିଲେ l ତାଙ୍କର ଅକାଳ ମୃତ୍ୟୁରେ ସମଗ୍ର ଜିଲ୍ଲାରେ ଶୋକର ଛାୟା ଖେଳି ଯାଇଥିବା ବେଳେ ଆସନ୍ତା କାଲି ତାଙ୍କୁ ନୟାଗଡ ଜିଲ୍ଲା ପ୍ରଶାସନ ପକ୍ଷରୁ ଗାର୍ଡ ଅଫ ଅନର ଦିଆଯିବ ବୋଲି ସୂଚନା ମିଳିଛି l

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!