Thursday, September 24, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ରାଜ୍ୟରେ ୧୦୧ ଜଣ କରୋନା ଆକ୍ରାନ୍ତ ଚିହ୍ନଟ, ୫ ଶହ ଡେଇଁଲା ସଂଖ୍ୟା

by Anil Panda
May 13, 2020
in Breaking
କେନ୍ଦୁଝରରେ ୨ ଆକ୍ରାନ୍ତ, ରାଜ୍ୟରେ ୪୩୯ ଆକ୍ରାନ୍ତ ସଂଖ୍ୟା
22
VIEWS
Share on FacebookShare on Twitter

ଭୂବନେଶ୍ୱର,(ବାଘୁଆବାର୍ତ୍ତା ବ୍ୟୁରୋ): ଓଡ଼ିଶାରେ କରୋନା ଆକ୍ରାନ୍ତ ସଂଖ୍ୟା ଭୟାବହ ଭାବେ ବଢ଼ି ଚାଲିଛି । ରାଜ୍ୟରେ ନୂଆ ୧୦୧ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ଜଣାଯାଇଛି । ମିଳିଥିବା ସୂଚନାନୁସାରେ, ଗଞ୍ଜାମ ଜିଲ୍ଲାର ୫୨, ବାଲେଶ୍ୱର ୩୩, ଯାଜପୁର ୭, ସୁନ୍ଦରଗଡ଼ ୭, କେନ୍ଦୁଝର ଜିଲ୍ଲାର ୨ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିବା ଜଣାଯାଇଛି । ଫଳରେ ମୋଟ ଆକ୍ରାନ୍ତ ସଂଖ୍ୟା ୫୩୮ ରେ ପଂହଚିଛି । ସେହିଭଳି ରାଜ୍ୟରେ କରୋନା ୩ ଜଣଙ୍କ ମୃତ୍ୟୁ ଘଟିଛି ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!