Thursday, September 24, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଜିଲ୍ଲାର ୧୦ଟି ସ୍ଥାନକୁ କଣ୍ଟେନମେଣ୍ଟ ଘୋଷଣା, ପଢ଼ନ୍ତୁ..

by ସଞ୍ଜୟ ସ୍ୱାଇଁ
May 19, 2021
in Nayagarh
ବାପାଙ୍କ ପରେ ପୁଅ ଚାଲିଗଲେ, ପୂର୍ବତନ ରଣଜୀ ଖେଳାଳୀ ପ୍ରଶାନ୍ତ
2.1k
VIEWS
Share on FacebookShare on Twitter

ନୟାଗଡ଼,(ବାଘୁଆବାର୍ତ୍ତା): ନୟାଗଡ଼ ଜିଲ୍ଲାରେ କରୋନା ସ୍ଥିତି ଦିନକୁ ଦିନ ଗମ୍ଭୀର ହୋଇ ଚାଲିଛି । ଏଭଳି ପରିସ୍ଥିତିରେ ଜିଲ୍ଲା ପ୍ରଶାସନ ଗୋଟିଏ ପରେ ଗୋଟିଏ ଅଞ୍ଚଳକୁ କଣ୍ଟେନମେଣ୍ଟ ଘୋଷଣା କରୁଛନ୍ତି । ଆଜି ସବୁଠାରୁ ଅଧିକ ସ୍ଥାନକୁ କଣ୍ଟେନମେଣ୍ଟ ଘୋଷଣା କରାଯାଇଛି । ରଣପୁର ତହସିଲ ନମଗାରିଆକୁ ଆଜି ସଂନ୍ଧ୍ୟା ୬ ଘଟିକାରୁ ଅନିଦ୍ଧିଷ୍ଟ କାଳ ପର୍ଯ୍ୟନ୍ତ କଣ୍ଟେନମେଣ୍ଟ କରାଯାଇଛି । ସେହିଭଳି ଭାବେ ନୟାଗଡ଼ ବ୍ଲକ ଗଦାଧର ପ୍ରସାଦ ପଞ୍ଚାୟତ ଶୁକଳଗାଡ଼ିଆ ହରିଜନସାହିକୁ ଆଜି ଦିନ ୧୦ ଘଟିକାରୁ ଅନିଦ୍ଧିଷ୍ଟ କାଳ, ଲେଙ୍କୁଡ଼ିପଡ଼ା ନୂଆସାହି, ଜେମାଦେଇପୁରପାଟଣା ପଞ୍ଚାୟତର ନରସିଂହପ୍ରସାଦ, ସିନ୍ଦୁରିଆ ପଞ୍ଚାୟତର ରତନପୁର, ଲେଙ୍କୁଡ଼ିପଡ଼ା ପଞ୍ଚାୟତ ଧବଳେଇ ବଡ଼ସାହି, କାଳିକାପ୍ରସାଦ ପଞ୍ଚାୟତ ଗମେଇ ଗ୍ରାମ, ନବଘନପୁର ଗ୍ରାମ ପଞ୍ଚାୟତ କାର୍ଯ୍ୟାଳୟଠାରୁ ରାମ ମନ୍ଦିର, ଭାଟସାହି ପଞ୍ଚାୟତ ଡିଆଁପଡ଼ା, ଇଟାମାଟି ସାତଟାଙ୍ଗିପାଟଣାକୁ ମଧ୍ୟ ଆଜି ଦିନ ୧୦ ଘଟିକାରୁ ଅନିଦ୍ଧିଷ୍ଟ କାଳ ପର୍ଯ୍ୟନ୍ତ ନୟାଗଡ଼ ତହସିଲଦାର ଭିକାରୀ ସାହୁ କଣ୍ଟେନମେଣ୍ଟ ଘୋଷଣା କରାଯାଇଛି । ଲୋକମାନଙ୍କ ମଧ୍ୟରେ ସାମାଜିକ ଦୂରତା ରକ୍ଷା କରିବା ପାଇଁ ନିର୍ଦ୍ଦେଶ ଦିଆଯାଇଛି । ଏହି ସମୟ ମଧ୍ୟରେ ସଂପୃକ୍ତ ଅଞ୍ଚଳକୁ ବିଶୋଧନ କରାଯିବ ବୋଲି ଜଣାଯାଇଛି । ମାତ୍ରାଧିକ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବାରୁ ଏଭଳି ନିର୍ଦ୍ଦେଶ ଜାରି କରାଯାଇଛି ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!