Friday, June 26, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଅଂଜନା ମିଶ୍ରଙ୍କୁ ସିବିଆଇ ଟିମ୍‌ର ପଚରାଉଚରା

by ସଞ୍ଜୟ ସ୍ୱାଇଁ
March 26, 2021
in Feature News
ଅଂଜନା ମିଶ୍ରଙ୍କୁ ସିବିଆଇ ଟିମ୍‌ର ପଚରାଉଚରା
112
VIEWS
Share on FacebookShare on Twitter

ଭୁବନେଶ୍ବର,(ବାଘୁଆବାର୍ତ୍ତା):  ସିବିଆଇର ଏକ ଟିମ୍‌ ଆଜି ଅଂଜନା ମିଶ୍ରଙ୍କ ଘରେ ପହଂଚି ତାଙ୍କୁ ପଚରାଉଚରା କରିଥିବା ଜଣାଯାଇଛି। ଏହି ଟିମ୍‌ ଗଣଦୁଷ୍କର୍ମ ମାମଲା ଓ ବିବନ ଗିରଫ ପ୍ରସଙ୍ଗରେ ପଚରାଉଚରା କରିଛନ୍ତି। ବିଶ୍ବସ୍ତ ସୂତ୍ରରୁ ମିଳିଥିବା ସୂଚନା ଅନୁସାରେ ସିବିଆଇର ୨ ଜଣିଆ ଟିମ୍‌ ଅଂଜନା ମିଶ୍ରଙ୍କୁ ପଚରାଉଚରା କରିଥିଲେ। ସିବିଆଇର ପ୍ରଶ୍ନରେ ଅଂଜନା ମିଶ୍ର ଉତ୍ତର ଦେଇଥିଲେ। ସିବିଆଇ ପ୍ରଶ୍ନର ଉତ୍ତର ରଖିବା ପରେ ଅଂଜନା ମିଶ୍ର ଗଣମାଧ୍ୟମକୁ ମଧ୍ୟ ପ୍ରତିକ୍ରିୟା ଦେଇଛନ୍ତି। ସେ କହିଛନ୍ତି, ମୋ ପାଖରେ ଯାହା ତଥ୍ୟ ଥିଲା, ତାହା ଦେଇଛି। ସିବିଆଇ ଟିମ୍‌ ଯାହା ପଚାରିଥିଲେ ତାହାର ଉତ୍ତର ଦେଇଛି। ତେ‌ବେ ସିବିଆଇ ଟିମ୍‌ ଅଂଜନାଙ୍କୁ କ’ଣ ପ୍ରଶ୍ନ ପଚାରିଥିଲେ, ତାହା ସେ ଗଣମାଧ୍ୟମକୁ କହି ନାହାନ୍ତି।

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026
ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!