Tuesday, September 15, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ସମ୍ୱଲପୁର ପ୍ରଫେସରଙ୍କ ଘରେ ସିବିଆଇ ରେଡ୍

by ସଞ୍ଜୟ ସ୍ୱାଇଁ
February 4, 2025
in Crime, State
ସମ୍ୱଲପୁର ପ୍ରଫେସରଙ୍କ ଘରେ ସିବିଆଇ ରେଡ୍
83
VIEWS
Share on FacebookShare on Twitter

ସମ୍ୱଲପୁର, (ବାଘୁଆବାର୍ତ୍ତା): ସମ୍ୱଲପୁର ପ୍ରଫେସରଙ୍କ ଘରେ ସିବିଆଇ ରେଡ୍ । ବିଶ୍ଵବିଦ୍ୟାଳୟର ନାକ୍ ମାନ୍ୟତା ଲାଗି ଲାଞ୍ଚ ନେବା ମାମଲାରେ ସିବିଆଇ ପକ୍ଷରୁ ରେଡ୍ ଚାଲିଛି। ପ୍ରଫେସର ବୁଲୁ ମହାରଣାଙ୍କ ବୁର୍ଲା ସରକାରୀ ବାସ ଭବନରେ ଚାଲିଛି ରେଡ। ସିବିଆଇର ଦୁଇଟି ଟିମ ପହଞ୍ଚି କାଗଜପତ୍ର ଯାଞ୍ଚ କରୁଛନ୍ତି। NAAC ରେଟିଙ୍ଗ ପାଇଁ ଲାଞ୍ଚ ମାମଲାରେ ୧୦ ଜଣଙ୍କୁ ଗିରଫ କରିଥିଲା ସିବିଆଇ । ଆନ୍ଧ୍ରପ୍ରଦେଶ ଗୁଣ୍ଟୁର ୱାଦେଶ୍ୱରମ୍ ନାମକ ଶିକ୍ଷାନୁଷ୍ଠାନର ରେଟିଙ୍ଗ ବଢ଼ାଇବା ପାଇଁ ଲାଞ୍ଚ ନେଇଥିବା ଅଭିଯୋଗରେ ଗିରଫ କରିଥିଲା । ନାକ୍ ଟିମରେ ସମ୍ବଲପୁର ବିଶ୍ବବିଦ୍ୟାଳୟର ପ୍ରଫେସର ଡକ୍ଟର ବୁଲୁ ମହାରଣା ରହିଥିଲେ। ଅନ୍ୟପଟେ ଆନ୍ଧ୍ର ଶିକ୍ଷାନୁଷ୍ଠାନର ଅଧିକାରୀ ଓ NAAC ଟିମ୍ ସଦସ୍ୟଙ୍କ ନାମରେ ମାମଲା ରୁଜୁ ହୋଇଛି। ଦେଶର ୨୦ଟି ସ୍ଥାନରେ ରେଡ୍ କରିଛି ସିବିଆଇ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!