Tuesday, July 7, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ପାର୍ବଣ ସମୟରେ କଟକଣା ଢିଲା ଦେଲେ ବିପଦକୁ ବରଣ କରିବେ, ସତର୍କ କଲେ ଡିଏମଇଟି ସିବିକେ ମହାନ୍ତି

by ସଞ୍ଜୟ ସ୍ୱାଇଁ
October 8, 2021
in State
ପାର୍ବଣ ସମୟରେ କଟକଣା ଢିଲା ଦେଲେ ବିପଦକୁ ବରଣ କରିବେ, ସତର୍କ କଲେ ଡିଏମଇଟି ସିବିକେ ମହାନ୍ତି
44
VIEWS
Share on FacebookShare on Twitter

ଭୁବନେଶ୍ବର, (ବାଘୁଆବାର୍ତ୍ତା): କରୋନା କଟକଣାକୁ ନେଇ ପ୍ରତିକ୍ରିୟା ରଖିଛନ୍ତି ଡିଏମଇଟି ସିବିକେ ମହାନ୍ତି । ସେ କହିଛନ୍ତି ଯେ, ପାର୍ବଣକୁ ଦେଖି କଠୋର କଟକଣା ଆଗରୁ ଆକଳନ କାରାଯାଇଥିଲା । ସେପ୍ଟେମ୍ବର ଓ ଅକ୍ଟୋବର ପାର୍ବଣର ଋତୁ ହୋଇଥିବାରୁ ଏହି ସମୟରେ ଭିଡ ଲାଗିରହେ। ତେଣୁ ସାମାଜିକ ଦୂରତା ରହୁନଥିବା ବେଳେ ମାସ୍କ ବ୍ୟବହାର କମ୍ ଦେଖିବାକୁ ମିଳେ । ଏହାକୁ ନଜରରେ ରଖି କେନ୍ଦ୍ର ସରକାର ୩ ମାସ ପର୍ୟ୍ୟନ୍ତ ଅଧିକ ସଚେତନ ରହିବାକୁ କହିଛନ୍ତି । ଯାହାକୁ ପାର୍ବଣ ସମୟରେ ମାନିବାର ଆବଶ୍ୟକତା ରହିଛି। ଏହାକୁ ଲୋକମାନେ ଢିଲା ଦେଲେ ବିପଦକୁ ବରଣ କରିବେ। ଖାଲି ସେତିକି ନୁହେଁ ସହଯୋଗ ନ କଲେ ଭବିଷ୍ୟତରେ ସଂକ୍ରମଣ ବଢ଼ିବାର କାରଣ ଆମେ ନିଜେ ସାଜିବା । ଲୋକେ ସଚେତନତା ହେଲେ ସଂକ୍ରମଣ ନିୟନ୍ତ୍ରଣ ରହିବ ବୋଲି ଡିଏମଇଟି କହିଛନ୍ତି ।

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026
ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!