Wednesday, November 25, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ପ୍ରକାଶ ପାଇଲା ସିବିଏସଇ ଦଶମ ରେଜଲ୍ଟ

by ସଞ୍ଜୟ ସ୍ୱାଇଁ
August 3, 2021
in Education, State
ପ୍ରକାଶ ପାଇଲା ସିବିଏସଇ ଦଶମ ରେଜଲ୍ଟ
75
VIEWS
Share on FacebookShare on Twitter

ଭୁବନେଶ୍ଵର, (ବାଘୁଆବାର୍ତ୍ତା): ପ୍ରକାଶ ପାଇଲା ସିବିଏସଇ ଦଶମ ରେଜଲ୍ଟ। cbseresults.nic.in ଓ୍ୱେବସାଇଟରେ ଉପଲବ୍ଧ ହେଉଛି ରେଜଲ୍ଟ । କରୋନା ପାଇଁ ଚଳିତ ବର୍ଷ ପରୀକ୍ଷା ବାତିଲ କରାଯାଇଥିଲା। ତେବେ ମୂଲ୍ୟାୟନ ପାଇଁ ବିକଳ୍ପ ମୂଲ୍ୟାୟନ କରିଛି ସିବିଏସଇ। ତେବେ ପରୀକ୍ଷା ପାଇଁ ୧୦ ଲକ୍ଷରୁ ଅଧିକ ଛାତ୍ରଛାତ୍ରୀ ପଞ୍ଜିକରଣ କରିଥିଲେ। ଏଗୁଡିକ ବ୍ୟତୀତ ସମସ୍ତ ପଞ୍ଜୀକୃତ ପ୍ରାର୍ଥୀଙ୍କ ପାଇଁ IVS, SMS, Digilocker ଏବଂ UMANG ଆପରେ ମଧ୍ୟ ଫଳାଫଳ ଉପଲବ୍ଧ ହେବ । ପ୍ରାର୍ଥୀମାନେ ମଧ୍ୟ CBSE Digilocker ୱେବସାଇଟ୍, digilocker.gov.in କୁ ଲଗ୍ ଇନ୍ କରି ସେମାନଙ୍କର ରେଜଲ୍ଟ ଜାଣିପାରିବେ । ଏହାସହ ମାର୍କ ସିଟ୍ ଏବଂ ସାର୍ଟିଫିକେଟ୍ ମଧ୍ୟ ପାଇପାରିବେ । ତେବେ ଯେଉଁମାନେ ମୂଲ୍ୟାଙ୍କନ ପଦ୍ଧତିରେ ଖୁସି ନୁହଁନ୍ତି । ସେମାନେ ଅଫଲାଇନ ଜରିଆରେ ଶାରୀରିକ ପରୀକ୍ଷା ଦେଇପାରିବେ । COVID-19 ସ୍ଥିତି ସୁଧାରିବା ପରେ ଏନେଇ ନିଷ୍ପତ୍ତି ନିଆଯିବ ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!