Wednesday, November 25, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଜୁଲାଇ ୧୫ରୁ ଆରମ୍ଭ ହେବ ସିବିଏସଇ ସପ୍ଲିମେଣ୍ଟାରୀ ପରୀକ୍ଷା

by ସଞ୍ଜୟ ସ୍ୱାଇଁ
May 19, 2024
in Education, State
ଜୁଲାଇ ୧୫ରୁ ଆରମ୍ଭ ହେବ ସିବିଏସଇ ସପ୍ଲିମେଣ୍ଟାରୀ ପରୀକ୍ଷା
57
VIEWS
Share on FacebookShare on Twitter

ଭୁବନେଶ୍ୱର, (ବାଘୁଆବାର୍ତ୍ତା): ଜୁଲାଇ ୧୫ ତାରିଖରୁ କେନ୍ଦ୍ରୀୟ ମାଧ୍ୟମିକ ଶିକ୍ଷା ବୋର୍ଡ (ସିବିଏସଇ) ସପ୍ଲିମେଣ୍ଟାରୀ ପରୀକ୍ଷା ଆରମ୍ଭ ହେବ । ଆସନ୍ତା ସପ୍ତାହରେ ଏ ସମ୍ପର୍କରେ ସବିଶେଷ ବିବରଣୀ ପ୍ରକାଶ ପାଇବ । ଗତ ୧୩ ତାରିଖରେ ସିବିଏସଇ ଦଶମ ଓ ଦ୍ୱାଦଶ ଶ୍ରେଣୀ ପରୀକ୍ଷା ଫଳ ପ୍ରକାଶ ପାଇଥିଲା । ଉକ୍ତ ପରୀକ୍ଷାରେ ଗୋଟିଏ କିମ୍ବା ୨ଟି ବିଷୟରେ ଫେଲ୍ ହୋଇଥିବା ପିଲାମାନେ ସପ୍ଲିମେଣ୍ଟାରୀ ପରୀକ୍ଷା ଦେଇ ପାରିବେ । ଜୁଲାଇ ୧୫ରୁ ସପ୍ଲିମେଣ୍ଟାରୀ ପରୀକ୍ଷା ଆରମ୍ଭ ହେବା ନେଇ ସୂଚନା ମିଳିଛି । ଚଳିତ ବର୍ଷ ଦଶମରେ ୯୩.୬୦ ପ୍ରତିଶତ ଓ ଦ୍ୱାଦଶ ଶ୍ରେଣୀରେ ୮୭.୯୮ ପ୍ରତିଶତ ଛାତ୍ରଛାତ୍ରୀ ପାସ୍ କରିଛନ୍ତି । ଦଶମରେ ୧.୩୨ ଲକ୍ଷ ଓ ଦ୍ୱାଦଶରେ ୧.୨୨ ଲକ୍ଷ ଅଧିକ ପିଲା ସପ୍ଲିମେଣ୍ଟାରୀ ପରୀକ୍ଷା ଦେବେ । ଯେଉଁ ପରୀକ୍ଷାର୍ଥୀମାନେ ଗୋଟିଏ ବା ଦୁଇଟି ବିଷୟରେ ଫେଲ୍ ହୋଇଥିବେ ସେମାନେ ସିବିଏସଇର ଅଫିସିଆଲ ୱେବସାଇଟକୁ ଯାଇ ସବିଶେଷ ତଥ୍ୟ ଜାଣିପାରିବେ ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!