Wednesday, March 18, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଫେବୃଆରୀ ୧୬ରେ ସେଲିବ୍ରିଟି କ୍ରିକେଟ ଲିଗ୍

by ସଞ୍ଜୟ ସ୍ୱାଇଁ
February 12, 2025
in Sports, State
ଫେବୃଆରୀ ୧୬ରେ ସେଲିବ୍ରିଟି କ୍ରିକେଟ ଲିଗ୍
250
VIEWS
Share on FacebookShare on Twitter

ଭୁବନେଶ୍ୱର, (ବାଘୁଆବାର୍ତ୍ତା): ଫେବୃଆରୀ ୧୬ରେ ଆୟୋଜିତ ହେବାକୁ ଥିବା ସେଲିବ୍ରିଟି କ୍ରିକେଟ ଲିଗ୍ ରେ ଖେଳିବେ ଷ୍ଟାର, ସୁପର ଷ୍ଟାର । ଆଜି ଭୁବନେଶ୍ୱରରେ ଆୟୋଜିତ ସାମ୍ବାଦିକ ସମ୍ମିଳନୀରେ ସି ସି ଏଲ ପକ୍ଷରୁ ଏହି ସୂଚନା ଦିଆଯାଇଛି । ବେଙ୍ଗଲ ସେଲିବ୍ରିଟି କ୍ରିକେଟ ର କଟକ ବାରବାଟୀ ହୋମ ଗ୍ରାଉଣ୍ଡ ହେବ ବୋଲି ଟିମ୍ ଓନର ବୋନି କପୁର ଘୋଷଣା କରିଛନ୍ତି । ବେଙ୍ଗଲର ମୁକାବିଲା ମୁମ୍ବାଇ ଷ୍ଟାର ଟିମ୍ କୁ ଭେଟିବ । ଅର୍ଜୁନ କପୂର୍, ସୋହେଲ ଖାଁ, ସୋନୁ ସୁଦ୍, ମିକା ସିଂ, ଆୟୁଷ୍ମାନ ଖୁରାନା, ରିଦେଶ ଦେଶମୁଖ, ଜାହ୍ନବୀ କପୁର ଭଳି ଷ୍ଟାର ମାନେ ଖେଳୁଥିବାର ଦର୍ଶକ ଦେଖିବେ । ଫେବୃଆରୀ ୧୧ ରୁ ବାରବାଟୀ ରେ ଟିକେଟ ମିଳିବା ଆରମ୍ଭ ହୋଇଛି । ଏହାଛଡା ରେଲୱେ ଷ୍ଟେସନ, ବିମାନ ବନ୍ଦର, ବସ ଷ୍ଟାଣ୍ଡ ରେ ବି ଟିକେଟ ମିଳିବ । ୧୬ରେ ପଞ୍ଜାବ ଦ ଶେର ଓ ଭୋଜପୁରୀ ଦବଙ୍ଗ ଟିମ୍ ମଧ୍ୟରେ ଗୋଟିଏ ମ୍ୟାଚ । ମୁମ୍ବାଇ ହିରୋ ଏବଂ ବେଙ୍ଗଲ ଟାଇଗର୍ସଙ୍କ ମଧ୍ୟରେ ଆଉ ଗୋଟିଏ ମ୍ୟାଚ ହେବ । ବେଙ୍ଗଲର ମୁକାବିଲା ମୁମ୍ବାଇ ଷ୍ଟାର ଟିମ୍ କୁ ଭେଟିବ । ଅର୍ଜୁନ କପୂର୍, ସୋହେଲ ଖାଁ, ସୋନୁ ସୁଦ୍, ମିକା ସିଂ, ଆୟୁଷ୍ମାନ ଖୁରାନା, ରିତେଶ ଦେଶମୁଖ, ଜାହ୍ନବୀ କପୁର ଭଳି ଷ୍ଟାରମାନେ ଖେଳୁଥିବାର ଦର୍ଶକ ଦେଖିବେ ।

ବାଲେଶ୍ୱରର ତାତି ନୟାଗଡରେ

ବାଲେଶ୍ୱରର ତାତି ନୟାଗଡରେ

August 29, 2025
ବାୟକ ସମ୍ରାଟ ଗୋବର୍ଦ୍ଧନ ବେହେରାଙ୍କ ପରଲୋକ

ବାୟକ ସମ୍ରାଟ ଗୋବର୍ଦ୍ଧନ ବେହେରାଙ୍କ ପରଲୋକ

August 29, 2025
ସାପ କାମୁଡାରେ ମହିଳାଙ୍କ ମୃତ୍ୟୁ

ସାପ କାମୁଡାରେ ମହିଳାଙ୍କ ମୃତ୍ୟୁ

July 12, 2025
ସତ୍ୟବ୍ରତ ନାୟକ କଂଗ୍ରେସ ଦଳର ନୂତନ ସଭାପତି         

ସତ୍ୟବ୍ରତ ନାୟକ କଂଗ୍ରେସ ଦଳର ନୂତନ ସଭାପତି         

July 1, 2025
ଜାତୀୟ ବିଦ୍ୟୁତ  ସୁରକ୍ଷା ସପ୍ତାହ -୨୦୨୫ ଅନୁଷ୍ଠିତ 

ଜାତୀୟ ବିଦ୍ୟୁତ  ସୁରକ୍ଷା ସପ୍ତାହ -୨୦୨୫ ଅନୁଷ୍ଠିତ 

July 1, 2025

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!