Monday, March 9, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ରଙ୍କ କନ୍ଧମାଳ ଗ୍ରସ୍ତ, ଭିନ୍ନ ଭିନ୍ନ ସ୍ୱାଗତ କଲେ ଦୁଇ ଗୋଷ୍ଠୀ

by ସଞ୍ଜୟ ସ୍ୱାଇଁ
May 15, 2025
in Nayagarh, Politics
କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ରଙ୍କ କନ୍ଧମାଳ ଗ୍ରସ୍ତ, ଭିନ୍ନ ଭିନ୍ନ ସ୍ୱାଗତ କଲେ ଦୁଇ ଗୋଷ୍ଠୀ
338
VIEWS
Share on FacebookShare on Twitter

ନୟାଗଡ଼,(ବାଘୁଆବାର୍ତ୍ତା): କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଆଜି ନୟାଗଡ଼ ଦେଇ କନ୍ଧମାଳ ଗ୍ରସ୍ତରେ ଯାଉଥିଲେ । ଏଥିପାଇଁ ଭାରତୀୟ ଜନତା ପାର୍ଟର ଦୁଇ ଗୋଷ୍ଠୀ ଭିନ୍ନ ଭିନ୍ନ ସ୍ଥାନରେ ସ୍ୱାଗତ କାର୍ଯ୍ୟକ୍ରମ ଆୟୋଜନ କରିବାକୁ ନେଇ ଜୋରଦାର ଚର୍ଚ୍ଚା ହେଉଛି । ଇଟାମାଟିଠାରେ ପ୍ରତ୍ୟୁଷା ରାଜେଶ୍ୱରୀ ସିଂଙ୍କ ନେତୃତ୍ୱରେ ପରାକ୍ରମ ଶୋଭାଯାତ୍ରା ଆୟୋଜନ ହୋଇଥିବାରୁ ସେଠାରେ କେନ୍ଦ୍ରମନ୍ତ୍ରୀଙ୍କୁ ପ୍ରଥମେ ସ୍ୱାଗତ କରାଯାଇଥିଲା । ନୟାଗଡ଼ ପୁରୁଣା ବସଷ୍ଟାଣ୍ଡ ତଥା ଗୋଲେଇ ଛକଠାରେ ବିଜେପି ନେତା ସନ୍ତୋଷ ପ୍ରଧାନଙ୍କ ନେତୃତ୍ୱରେ ମଧ୍ୟ ସ୍ୱାଗତ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା । କେନ୍ଦ୍ରମନ୍ତ୍ରୀଙ୍କୁ ସ୍ୱାଗତ କରିବା ପାଇଁ ନୟାଗଡ଼ ବିଜେପିର ଦୁଇ ଗୋଷ୍ଠୀଙ୍କ ଭିନ୍ନ ଭିନ୍ନ ସ୍ଥାନରେ ଆୟୋଜନ ଦଳର ଫାଟକୁ ପଦାରେ ପକାଇଛି ।

ବାଲେଶ୍ୱରର ତାତି ନୟାଗଡରେ

ବାଲେଶ୍ୱରର ତାତି ନୟାଗଡରେ

August 29, 2025
ବାୟକ ସମ୍ରାଟ ଗୋବର୍ଦ୍ଧନ ବେହେରାଙ୍କ ପରଲୋକ

ବାୟକ ସମ୍ରାଟ ଗୋବର୍ଦ୍ଧନ ବେହେରାଙ୍କ ପରଲୋକ

August 29, 2025
ସାପ କାମୁଡାରେ ମହିଳାଙ୍କ ମୃତ୍ୟୁ

ସାପ କାମୁଡାରେ ମହିଳାଙ୍କ ମୃତ୍ୟୁ

July 12, 2025
ସତ୍ୟବ୍ରତ ନାୟକ କଂଗ୍ରେସ ଦଳର ନୂତନ ସଭାପତି         

ସତ୍ୟବ୍ରତ ନାୟକ କଂଗ୍ରେସ ଦଳର ନୂତନ ସଭାପତି         

July 1, 2025
ଜାତୀୟ ବିଦ୍ୟୁତ  ସୁରକ୍ଷା ସପ୍ତାହ -୨୦୨୫ ଅନୁଷ୍ଠିତ 

ଜାତୀୟ ବିଦ୍ୟୁତ  ସୁରକ୍ଷା ସପ୍ତାହ -୨୦୨୫ ଅନୁଷ୍ଠିତ 

July 1, 2025

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!