Friday, June 5, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

୮ରେ ଉଦ୍‌ଘାଟନ ହେବ କେନ୍ଦ୍ରୀୟ ବିଦ୍ୟାଳୟ

by Anil Panda
October 6, 2020
in Nayagarh
୮ରେ ଉଦ୍‌ଘାଟନ ହେବ କେନ୍ଦ୍ରୀୟ ବିଦ୍ୟାଳୟ
2.2k
VIEWS
Share on FacebookShare on Twitter

ନୟାଗଡ଼, (ବାଘୁଆବାର୍ତ୍ତା): ନୟାଗଡ଼ ସହର ସ୍ଥିତ ହାଉସିଂବୋର୍ଡ଼ଠାରେ ଦୀର୍ଘଦିନ ହେବ ନିର୍ମାଣଧିନ ଥିବା କେନ୍ଦ୍ରୀୟ ବିଦ୍ୟାଳୟ ନୂତନ ଗୃହ କାର୍ଯ୍ୟ ସଂମ୍ପୂର୍ଣ୍ଣ ହୋଇଥିବା ବେଳେ ଏହା ଆସନ୍ତା ୮ ତାରିଖରେ ଉଦ୍‌ଘାଟନ ହେବ ବୋଲି ଜଣାଯାଇଛି । ନୟାଗଡ଼ ଜିଲ୍ଲାପାଳ ଡ. ପୋମା ଟୁଡୁଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହେବାକୁ ଥିବା ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଭିସି ଦ୍ୱାରା କେନ୍ଦ୍ର ଶିକ୍ଷା ମନ୍ତ୍ରୀ ରମେଶ ପୋଖରୀୱାଲ୍‌, କେନ୍ଦ୍ର ଶିକ୍ଷା ରାଷ୍ଟ୍ର ମନ୍ତ୍ରୀ ସଂଜୟ ଧୋତ୍ରେ ଯୋଗ ଦେବାକୁ ଥିବା ବେଳେ ବିଶିଷ୍ଟ ଅତିଥି ଭାବେ ରାଜ୍ୟ କୃଷି ଓ ଉଚ୍ଚଶିକ୍ଷା ମନ୍ତ୍ରୀ ଡ. ଅରୁଣ କୁମାର ସାହୁ, ସାଂସଦ ପୀନାକି ମିଶ୍ର, କେନ୍ଦ୍ର ସରକାରଙ୍କ ବିଦ୍ୟାଳୟ, ଶିକ୍ଷା ଓ ସାକ୍ଷରତା ବିଭାଗ ସଚିବ ଅନୀତା କରୱାଲ୍ ଏବଂ କେନ୍ଦ୍ରୀୟ ବିଦ୍ୟାଳୟ ସଂଗଠନ ସଚିବ ନିଧି ପାଣ୍ଡେ ଯୋଗ ଦେବାର କାର୍ଯ୍ୟକ୍ରମ ରହିଛି ।

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026
ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

May 27, 2026
ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

May 25, 2026
ବିଜେଡି ପକ୍ଷରୁ ମହିଳା ଅଧିକାର ଅଭିଯାନ:ମା’ର ସମ୍ମାନ ମାଟିରୁ ଆକାଶ ଯାଏଁ ଉଚ୍ଚା;ଅରୁଣ

ବିଜେଡି ପକ୍ଷରୁ ମହିଳା ଅଧିକାର ଅଭିଯାନ:ମା’ର ସମ୍ମାନ ମାଟିରୁ ଆକାଶ ଯାଏଁ ଉଚ୍ଚା;ଅରୁଣ

May 24, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!