Tuesday, June 2, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

କଲେଜ ଅଫ୍‌ ଇଞ୍ଜିନିୟରି ଆଣ୍ଡ ଟେକ୍ନୋଲୋଜି (ସିଇଟି) ବିଶ୍ୱବିଦ୍ୟାଳୟର ମାନ୍ୟତା ମିଳିଛି

by ସଞ୍ଜୟ ସ୍ୱାଇଁ
September 4, 2021
in Education, State
କଲେଜ ଅଫ୍‌ ଇଞ୍ଜିନିୟରି ଆଣ୍ଡ ଟେକ୍ନୋଲୋଜି (ସିଇଟି) ବିଶ୍ୱବିଦ୍ୟାଳୟର ମାନ୍ୟତା ମିଳିଛି
92
VIEWS
Share on FacebookShare on Twitter

ଭୁବନେଶ୍ୱର, (ବାଘୁଆବାର୍ତ୍ତା): ଓଡ଼ିଶା ବୈଷୟିକ ଓ ଗବେଷଣା ବିଶ୍ୱବିଦ୍ୟାଳୟ ବିଧେୟକ ଆଜି ବିଧାନସଭାରେ ପାରିତ ହୋଇଛି। ଏହି ବିଲ୍‌ ପାରିତ ହେବା ଦ୍ୱାରା କଲେଜ ଅଫ୍‌ ଇଞ୍ଜିନିୟରି ଆଣ୍ଡ ଟେକ୍ନୋଲୋଜି (ସିଇଟି) ବିଶ୍ୱବିଦ୍ୟାଳୟର ମାନ୍ୟତା ମିଳିଛି। ଏହା ଓଡ଼ିଶା ବୈଷୟିକ ଓ ଗବେଷଣା ବିଶ୍ୱବିଦ୍ୟାଳୟରେ ନାମିତ ହେବ। ଏଠାରେ ସମାଜର ଉନ୍ନତି ସାଧନ ପାଇଁ ଯାନ୍ତ୍ରିକ ବିଦ୍ୟା, ପ୍ରଯୁକ୍ତି ବିଦ୍ୟା ଏବଂ ତାର ପ୍ରୟୋଗ, ସ୍ଥପିତ ବିଦ୍ୟା, ଯୋଜନା, ମ୍ୟାନେଜମେଣ୍ଟ ଓ ପ୍ରାୟୋଗିକ ବିଜ୍ଞାନ କ୍ଷେତ୍ରରେ ଶିକ୍ଷା, ଗବେଷଣା ଓ ତାଲିମକୁ ବିକଶିତ କରାଯିବ। ଗୋଟିଏ ପକ୍ଷରେ ଶୈକ୍ଷିକ ଓ ଗବେଷକ ଗୋଷ୍ଠୀ ଓ ଅନ୍ୟ ପକ୍ଷରେ ଶିଳ୍ପ ସଂସ୍ଥାମାନଙ୍କ ମଧ୍ୟରେ ପାରସ୍ପରିକ ସହଯୋଗ ଓ ସମ୍ପର୍କ ବୃଦ୍ଧି କରିବା ପାଇଁ ଏକ କେନ୍ଦ୍ର ଭାବେ କାର୍ୟ୍ୟ କରିବ। ଶିକ୍ଷା ଓ ଗବେଷଣା କ୍ଷେତ୍ରରେ ଅତ୍ୟାଧୁନିକ ବିକାଶ ସମ୍ପର୍କରେ ଅବଗତ ହେବା ଲକ୍ଷ୍ୟରେ ଭାରତ ତଥା ବିଦେଶର ଖ୍ୟାତିସମ୍ପନ୍ନ ଅନୁଷ୍ଠାନ ଗୁଡ଼ିକ ସହ ଅଦାନପ୍ରଦାନ କାର୍ୟ୍ୟକ୍ରମ ସଂଗଠିତ କରାଯିବ।

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026
ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

May 27, 2026
ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

May 25, 2026
ବିଜେଡି ପକ୍ଷରୁ ମହିଳା ଅଧିକାର ଅଭିଯାନ:ମା’ର ସମ୍ମାନ ମାଟିରୁ ଆକାଶ ଯାଏଁ ଉଚ୍ଚା;ଅରୁଣ

ବିଜେଡି ପକ୍ଷରୁ ମହିଳା ଅଧିକାର ଅଭିଯାନ:ମା’ର ସମ୍ମାନ ମାଟିରୁ ଆକାଶ ଯାଏଁ ଉଚ୍ଚା;ଅରୁଣ

May 24, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!