Tuesday, August 25, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଡ଼କ୍ଟରେଟ୍ ଉପାଧିରେ ଚାନ୍ଦବାଲି ବିଧାୟକ

by ସଞ୍ଜୟ ସ୍ୱାଇଁ
April 1, 2021
in Education, State
ଡ଼କ୍ଟରେଟ୍ ଉପାଧିରେ ଚାନ୍ଦବାଲି ବିଧାୟକ
263
VIEWS
Share on FacebookShare on Twitter

ଭୁବନେଶ୍ୱର,(ବାଘୁଆବାର୍ତ୍ତା): ଉତ୍କଳ ବିଶ୍ୱବିଦ୍ୟାଳୟ ୫୦ବର୍ଷ ସମାବର୍ତ୍ତନ ଉତ୍ସବରେ ଚାନ୍ଦବାଲି ବିଧାୟକଙ୍କୁ ଡ଼କ୍ଟରେଟ୍ ଉପାଧି ପ୍ରଦାନ କରାଯାଇଛି । ଉତ୍କଳ ବିଶ୍ୱବିଦ୍ୟାଳୟର ସମାବର୍ତ୍ତନ ଉତ୍ସବରେ କୁଳପତି ଅଧ୍ୟାପକ ସବିତା ଆଚାର୍ଯ୍ୟଙ୍କ ସହିତ ପିଜି କାଉନସିଲ୍ ଚେୟାରମ୍ୟାନ୍ ଅଧ୍ୟାପକ ବସନ୍ତ ମଲ୍ଲିକ୍, ଅଧ୍ୟାପକ ସୁଧାକର ପଣ୍ଡା, ରେଜିଷ୍ଟାର ଅଭୟ କୁମାର ନାୟକ, ପରୀକ୍ଷା ନିୟନ୍ତ୍ରକ ସରତ କୁମାର ମାଝି ମୁଖ୍ୟ ଅତିଥି ଭାବେ ଯୋଗ ଦେଇଥିଲେ । ଉତ୍ସବରେ ପରୀକ୍ଷାରେ ଉତ୍ତମ ମାର୍କ ରଖି ଉତ୍ତୀର୍ଣ୍ଣ ହୋଇଥିବା ୨୦୧୭ ଠାରୁ ୨୦୧୯ ବର୍ଷର ଛାତ୍ରଛାତ୍ରୀଙ୍କୁ ସ୍ୱର୍ଣ୍ଣ ପଦକ ପ୍ରଦାନ ସହିତ ପିଏଚଡି ଏବଂ ଡି.ଲିଟ ଉପାଧିରେ ପ୍ରଦାନ କରାଯାଇଥିଲା । ଏହି ୫୦ତମ ସମାବର୍ତ୍ତନ ଉତ୍ସବରେ ଚାନ୍ଦବାଲି ବିଧାୟକ ତଥା ବିୱାଇଜେଡ଼ିର ରାଜ୍ୟ ସଭାପତି ଡ଼ ବ୍ୟମୋକେଶ ରାୟଙ୍କୁ ରାଜନୀତି ବିଜ୍ଞାନ ବିଷୟରେ ଡ଼କ୍ଟେରେଟ ଉପାଧିରେ ଭୂଷିତ କରାଯାଇଛି । ଏହି ସମ୍ମାନରେ ସମ୍ମାନିତ ହେବା ପରେ ଖୁସି ବ୍ୟକ୍ତ କରିଛନ୍ତି ଚାନ୍ଦବାଲି ବିଧାୟକ ଡ଼ ରାୟ ।

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026
ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!