Monday, April 27, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ନୀଳଗିରିରେ ମହାପ୍ରଭୁଙ୍କ ଚନ୍ଦନ ଲାଗି ନୀତି

by ସଞ୍ଜୟ ସ୍ୱାଇଁ
May 25, 2025
in State
ନୀଳଗିରିରେ ମହାପ୍ରଭୁଙ୍କ ଚନ୍ଦନ ଲାଗି ନୀତି
34
VIEWS
Share on FacebookShare on Twitter

ନୀଳଗିରି, (ବାଘୁଆବାର୍ତ୍ତା): ତୃତୀୟ ଶ୍ରୀକ୍ଷେତ୍ର କୁହାଯାଉଥିବା ବାଲେଶ୍ୱର ନୀଳଗିରିରେ ଚତୁର୍ଦ୍ଧାମୂର୍ତ୍ତିଙ୍କ ରଥଯାତ୍ରା ପାଇଁ ପ୍ରସ୍ତୁତି ଆରମ୍ଭ ହୋଇଛି । ରଥନିର୍ମାଣ କାର୍ଯ୍ୟ ଜୋରସୋରରେ ଚାଲିଛି । ଆଗକୁ ସ୍ନାନପୂର୍ଣ୍ଣିମା ଆସୁଛି । ମହାପ୍ରଭୁଙ୍କ ଶ୍ରୀଅଙ୍ଗରେ ଚନ୍ଦନ ଲାଗି ନୀତି ହେବା ପାଇଁ ଚନ୍ଦନ କାଠର ଆବଶ୍ୟକତା ରହିଛି । ଏହାକୁ ଆଖି ଆଗରେ ରଖି ରବିବାର ନୀଳଗିରି ଅଞ୍ଚଳର ଭକ୍ତ ସଂଜୀବ କୁମାର ମହାପାତ୍ର ବାଡ଼ିରେ ଥିବା ଚନ୍ଦନ କାଠ କାଟି ଦାନ କରିଛନ୍ତି ।

ଠାକୁରମାହାଲ ନିର୍ବାହୀ ଅଧିକାରୀ ଦାୟିତ୍ୱରେ ଥିବା ତହସିଲଦାର ସୋନମ ଦାସ, ପୂଜକ ସରୋଜ ନନ୍ଦ ପ୍ରମୁଖ ଉପସ୍ଥିତ ଥିଲେ । ଓଜନ କରି ଚନ୍ଦନ କାଠକୁ ଠାକୁରମାହାଲରେ ରଖାଯାଇଛି । କୋଟି ଓଡ଼ିଆଙ୍କ ମଉଡ଼ ମଣି ମହାପ୍ରଭୁ ଜଗନ୍ନାଥ । ବିଶ୍ୱ ପ୍ରସିଦ୍ଧ ଘୋଷଯାତ୍ରା ପାଇଁ ରଥନିର୍ମାଣ କାର୍ଯ୍ୟ ଜାରି ରହିଛି । ଶ୍ରୀକ୍ଷେତ୍ରରେ ଚଳଚଞ୍ଚଳ ହୋଇଛି ରଥଖଳା । ତୃତୀୟ ଶ୍ରୀକ୍ଷେତ୍ର ବାଲେଶ୍ୱର ନୀଳଗିରିରେ ଚତୁର୍ଦ୍ଧାମୂର୍ତ୍ତିଙ୍କ ରଥଯାତ୍ରା ପାଇଁ ଚନ୍ଦନ କାଠ ଦାନ କରି ସାନିଧ୍ୟ ଲାଭ କରିଛନ୍ତି ଭକ୍ତ ସଂଜୀବ କୁମାର ମହାପାତ୍ର । ମହାପ୍ରଭୁ ଦିବ୍ୟ ରଥଯାତ୍ରାରେ ତାଙ୍କ ବାଡ଼ିର ଚନ୍ଦନ କାଠ ଲାଗି ହେବାର ସୌଭାଗ୍ୟ ମିଳିଥିବାରୁ ସେ ଧନ୍ୟ ମନେ କରିଛନ୍ତି ।

ଜିଲ୍ଲା ଚିକିତ୍ସାଳୟରେ ବିଶ୍ୱ ମ୍ୟାଲେରିଆ ଦିବସ-୨୦୨୬

ଜିଲ୍ଲା ଚିକିତ୍ସାଳୟରେ ବିଶ୍ୱ ମ୍ୟାଲେରିଆ ଦିବସ-୨୦୨୬

April 25, 2026
ନୟାଗଡରେ ସିଏମ ଟ୍ରଫି ଫୁଟବଲ୍ ଟୁର୍ଣ୍ଣାମେଣ୍ଟ:ଦ୍ବିତୀୟ ଦିନରେ ଡ୍ର ରହିଲା ମ୍ୟାଚ୍

ନୟାଗଡରେ ସିଏମ ଟ୍ରଫି ଫୁଟବଲ୍ ଟୁର୍ଣ୍ଣାମେଣ୍ଟ:ଦ୍ବିତୀୟ ଦିନରେ ଡ୍ର ରହିଲା ମ୍ୟାଚ୍

April 25, 2026
ଜିଲ୍ଲା ସ୍ତରୀୟ ପଞ୍ଚାୟତିରାଜ ଦିବସ:ପରାଜିତ ବିଧାୟକ ପ୍ରାର୍ଥୀ  ଏଠି ଚୌକି ପାଇଁ ସାଂସଦଙ୍କ ପ୍ରତିନିଧି

ଜିଲ୍ଲା ସ୍ତରୀୟ ପଞ୍ଚାୟତିରାଜ ଦିବସ:ପରାଜିତ ବିଧାୟକ ପ୍ରାର୍ଥୀ ଏଠି ଚୌକି ପାଇଁ ସାଂସଦଙ୍କ ପ୍ରତିନିଧି

April 25, 2026
ଶନିଶ୍ଚର ଦେବଙ୍କ ତୃତୀୟ ବାର୍ଷିକ ଉତ୍ସବ:ନୂତନ ଯଂଜ୍ଞ ମଣ୍ଡପ ନିର୍ମାଣ ପାଇଁ ଦାବୀ

ଶନିଶ୍ଚର ଦେବଙ୍କ ତୃତୀୟ ବାର୍ଷିକ ଉତ୍ସବ:ନୂତନ ଯଂଜ୍ଞ ମଣ୍ଡପ ନିର୍ମାଣ ପାଇଁ ଦାବୀ

April 25, 2026
ଶ୍ରୀଜଗନ୍ନାଥ କଳା ବିକାଶ ଟ୍ରଷ୍ଟ:ସ୍କିଲ୍ ଫେଷ୍ଟ ୨୦୨୬ ପ୍ରତିଯୋଗିତା

ଶ୍ରୀଜଗନ୍ନାଥ କଳା ବିକାଶ ଟ୍ରଷ୍ଟ:ସ୍କିଲ୍ ଫେଷ୍ଟ ୨୦୨୬ ପ୍ରତିଯୋଗିତା

April 25, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!