Saturday, October 24, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଡିଜିପିଙ୍କ ଠାରୁ ପୁରଷ୍କୃତ ହେବେ ଆଇଆଇସି

by ସଞ୍ଜୟ ସ୍ୱାଇଁ
March 30, 2021
in Breaking, Nayagarh
ଡିଜିପିଙ୍କ ଠାରୁ ପୁରଷ୍କୃତ ହେବେ ଆଇଆଇସି
1.2k
VIEWS
Share on FacebookShare on Twitter

ନୟାଗଡ଼,(ବାଘୁଆବାର୍ତ୍ତା): ନୟାଗଡ଼ ଜିଲ୍ଲା ଚାନ୍ଦପୁର ଥାନା ଆଇଆଇସି ରଶ୍ମିରଂଜନ ଦାଶଙ୍କୁ ଡିଜିପି ଅଭୟ ଉକ୍ରଳ ଦିବସରେ ପୁରଷ୍କୃତ କରିବା ନେଇ ସୂଚନା ମିଳିଛି । ଚାନ୍ଦପୁର ଅଞ୍ଚଳରେ ଶାନ୍ତି ଶୃଙ୍ଖଳା ବଜାୟ ରଖିବା, ଖଣିଖାଦାନରେ ଚୋରି କରୁଥିବା ଡକାୟତ, ଚୋରା ଖଣି ଚାଲାଣକୁ ରୋକିବା ଏବଂ ବହୁ ଚର୍ଚ୍ଚିତ ରାଜ୍ୟର ବିଖ୍ୟାତ୍ ଠକ କାହ୍ନୁକୁ ଗିରଫ୍ କରିବା ସଫଳ ହୋଇଥିଲେ ଚାନ୍ଦପୁର ଆଇଆଇସି । ଚାନ୍ଦପୁର ଅଞ୍ଚଳରୁ ଚୋରୀ ଓ ଡକାୟତୀ କାର୍ଯ୍ୟରେ ସଂପୃକ୍ତ ଆସାମୀ ମାନଙ୍କୁ ଗିରଫ୍ କରିବାରେ ଚାନ୍ଦପୁର ଥାନାର ଅବଦାନ ଦେଖିବାକୁ ମିଳିଥିଲା । ପ୍ରତ୍ୟେକ କ୍ଷେତ୍ରରେ ସଫଳତା ହାସଲ କରିଥିବା ଚାନ୍ଦପୁର ଆଇଆଇସିଙ୍କୁ ଡିଜିପି ଅଭୟ ଏପ୍ରିଲ ୧ ଉକ୍ରଳ ଦିବସ ଅବସରରେ ଜିଲ୍ଲାର ଶ୍ରେଷ୍ଠ ପୁଲିସ ଅଧିକାରୀ ଭାବେ ପୁରଷ୍କୃତ କରାଯିବ ବୋଲି ଜଣାଇଛନ୍ତି । ଏନେଇ ନୟାଗଡ଼ ଜିଲ୍ଲା ଆରକ୍ଷୀ ଅଧିକ୍ଷକ ସିଦ୍ଧାର୍ଥ କଟ୍ଟାରିଆ ଚାନ୍ଦପୁର ଆଇଆଇସିଙ୍କୁ ଶୁଭେଚ୍ଛା ଜଣାଇଛନ୍ତି ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!