Monday, June 15, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଚାନ୍ଦପୁର ଜୋନର ସଭାପତି ହେଲେ କୃଷ୍ଣ

by Sanjay Swain
April 4, 2021
in Nayagarh
ଚାନ୍ଦପୁର ଜୋନର ସଭାପତି ହେଲେ କୃଷ୍ଣ
545
VIEWS
Share on FacebookShare on Twitter

ରଣପୁର,(ବାଘୁଆବାର୍ତ୍ତା) : ୦୪/୦୪ : ନୟାଗଡ ଜିଲ୍ଲା ରଣପୁର ବ୍ଲକ ଚାନ୍ଦପୁର ଜୋନର ବିଜୁ ଛାତ୍ର ଜନତା ଦଳର ସଭାପତି ଭାବେ କୃଷ୍ଣ ଗୋପାଳ ବାଚସ୍ପତି, ସାଧାରଣ ସମ୍ପାଦକ ଭାବେ ବିଜୟ ପ୍ରଧାନ ଓ ଆଇ.ଟି. ସେଲର କାର୍ଯ୍ୟକର୍ତ୍ତା ଭାବେ ସଂଗ୍ରାମ କୁମାର ବେହେରାଙ୍କୁ ମନୋନୀତ କରାଯାଇଥିବା ଜଣା ପଡିଛି l କୃଷ୍ଣଙ୍କ ଉପରେ ଆସ୍ଥା ପ୍ରକଟ କରି ତାଙ୍କୁ ଚାନ୍ଦପୁର ଜୋନର ସଭାପତି ଭାବେ ଦାୟିତ୍ୱ ଦେଇ ଥିବାରୁ ସେ ରଣପୁର ବିଧାୟକ ସତ୍ୟ ନାରାୟଣ ପ୍ରଧାନଙ୍କୁ ଧନ୍ୟବାଦ ଜଣାଇଛନ୍ତି l ନବ ନିର୍ବାଚିତ କର୍ମ କର୍ତ୍ତାମାନେ ଉନ୍ନତି ମୂଳକ କାର୍ଯ୍ୟ କରିବା ପାଇଁ ଉଦ୍ୟମ ଜାରି ରଖିଛନ୍ତି ବୋଲି ମତ ଦେଇଛନ୍ତି l

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026
ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026
ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

May 27, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!