Monday, October 26, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ବଦଳିଲା ନୟାଗଡ଼ ଜିଲ୍ଲା ମହୋତ୍ସବର ସ୍ଥାନ:ନୟାଗଡ଼ ଷ୍ଟାଡିୟମରେ ହେବ ଜିଲ୍ଲା ମହୋତ୍ସବ

by ସଞ୍ଜୟ ସ୍ୱାଇଁ
November 24, 2022
in Breaking, Nayagarh
ବଦଳିଲା ନୟାଗଡ଼ ଜିଲ୍ଲା ମହୋତ୍ସବର ସ୍ଥାନ:ନୟାଗଡ଼ ଷ୍ଟାଡିୟମରେ ହେବ ଜିଲ୍ଲା ମହୋତ୍ସବ
903
VIEWS
Share on FacebookShare on Twitter

ନୟାଗଡ଼, (ବାଘୁଆବାର୍ତ୍ତା): ନୟାଗଡ଼ ଜିଲ୍ଲା ମହୋତ୍ସବର ସ୍ଥାନ ପରିବର୍ତ୍ତନ କରାଯାଇଥିବା ନେଇ ପ୍ରଶାସନ ପକ୍ଷରୁ ସ୍ପଟ ସୂଚନା ଦିଆଯାଇଛି । ଚଳିତ ବର୍ଷ ଜିଲ୍ଲା ମହୋତ୍ସବ ପିଟିଏସ୍ ପଡିଆରେ ହେବା ପାଇଁ ସ୍ଥିର କରାଯାଇଥିଲା । ତେବେ ନବ ନିଯୁକ୍ତ ଏଏସଆଇ ମାନଙ୍କ ପ୍ରଶିକ୍ଷଣ ତାଲିମ୍ କାର୍ଯ୍ୟକ୍ରମ ହେବାରୁ ଉକ୍ତ ପଡିଆରେ ମହୋତ୍ସବ କରିବାରେ ବାଧା ସୃଷ୍ଟି ହୋଇଥିଲା । ଜିଲ୍ଲା ମହୋତ୍ସବ ଓ ପଲ୍ଲିଶ୍ରୀ ମେଳା-୨୦୨୨ କେଉଁଠି କରାଯିବ ତାକୁ ନେଇ କଳ୍ପନା ଜଳ୍ପନା ଲାଗି ରହିଥିବା ବେଳେ ଆଜି ଜିଲ୍ଲା ପ୍ରଶାସନ ପକ୍ଷରୁ ସ୍ପଟ ସୂଚନା ଦିଆଯାଇଛି । ପିଟିଏସ ପଡିଆରେ ହେବାକୁ ଥିବା ଜିଲ୍ଲା ମହୋତ୍ସବର ସ୍ଥାନ ପରିବର୍ତ୍ତନ କରାଯାଇ ନୟାଗଡ଼ ଷ୍ଟାଡିୟମରେ ନୟାଗଡ଼ ଜିଲ୍ଲା ମହୋତ୍ସବ ଓ ପଲ୍ଲିଶ୍ରୀ ମେଳା-୨୦୨୨ ପାଳନ କରିବା ପାଇଁ ସ୍ଥିର କରାଯାଇଛି ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!