Sunday, May 3, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ବଦଳୁଛି ପାଗର ମିଜାଜ, ଦିନରେ ଗୁଳୁଗୁଳି ଅପରାହ୍ନରେ କାଳବୈଶାଖୀ

by ସଞ୍ଜୟ ସ୍ୱାଇଁ
May 18, 2025
in State
ବଦଳୁଛି ପାଗର ମିଜାଜ, ଦିନରେ ଗୁଳୁଗୁଳି ଅପରାହ୍ନରେ କାଳବୈଶାଖୀ
55
VIEWS
Share on FacebookShare on Twitter

ଭୁବନେଶ୍ୱର, (ବାଘୁଆବାର୍ତ୍ତା): ବଦଳୁଛି ପାଗର ମିଜାଜ। ଦିନରେ ଗୁଳୁଗୁଳି ଅପରାହ୍ନରେ କାଳବୈଶାଖୀ। ରାଜ୍ୟରେ ଅସ୍ତବ୍ୟସ୍ତ କରିବ ଗୁଳୁଗୁଳୁ ଓ କାଳବୈଶାଖୀ ବର୍ଷା । ଆଜି ବି କାଳବୈଶାଖୀ ବର୍ଷା ହେବା ନେଇ ଅନୁମାନ କରିଛି ପାଣିପାଗ ବିଭାଗ। ଏନେଇ ମାଲକାନଗିରି ,କୋରାପୁଟ, ରାୟଗଡା,ନବରଙ୍ଗପୁର, ଗଂଜାମ , ଗଜପତି, ନୂଆପଡା, ମୟୁରଭଞ୍ଜ, ବାଲେଶ୍ୱର,ଭଦ୍ରକ, ଢେଙ୍କାନାଳ, ଯାଜପୁର ,କେନ୍ଦୁଝର ଝାରସୁଗୁଡା ଓ ସୁନ୍ଦରଗଡ ଭଳି ୧୫ ଜିଲ୍ଲାକୁ ବିଜୁଳି ଘଡଘଡି ସହ ହାଲୁକରୁ ମଧ୍ୟମ ଧରଣର ବର୍ଷା ନେଇ ପୂର୍ବାନୁମାନ କରିଛି ପାଣିପାଗ ବିଭାଗ। କାଳବୈଶାଖୀ ସମୟରେ ୫୦ ରୁ ୬୦ କିମି ବେଗରେ ପବନ ବହିବା ନେଇ ସମସ୍ତ ଜିଲ୍ଲାକୁ ଅରେଞ୍ଜ ଓ୍ବାର୍ଣ୍ଣି ଜାରି କରାଯାଇଛି ।

ମାଟ୍ରିକ ପରୀକ୍ଷାର ସଫଳତା: ଜିଲ୍ଲାରେ ନୟାଗଡ଼ ସରସ୍ୱତୀ ଶିଶୁ ବିଦ୍ୟାମନ୍ଦିରର ସର୍ବାଧିକ ପାଞ୍ଚ A1 ଛାତ୍ରଛାତ୍ରୀ

ମାଟ୍ରିକ ପରୀକ୍ଷାର ସଫଳତା: ଜିଲ୍ଲାରେ ନୟାଗଡ଼ ସରସ୍ୱତୀ ଶିଶୁ ବିଦ୍ୟାମନ୍ଦିରର ସର୍ବାଧିକ ପାଞ୍ଚ A1 ଛାତ୍ରଛାତ୍ରୀ

May 2, 2026
ଖୋରଧା ଜିଲ୍ଲା ପ୍ରେସ କ୍ଲବର ନିର୍ଵାଚନ:ତପନ ସଭାପତି, ପ୍ରକାଶ ସଂପାଦକ ନିର୍ବାଚିତ

ଖୋରଧା ଜିଲ୍ଲା ପ୍ରେସ କ୍ଲବର ନିର୍ଵାଚନ:ତପନ ସଭାପତି, ପ୍ରକାଶ ସଂପାଦକ ନିର୍ବାଚିତ

May 2, 2026
ନୟାଗଡ଼ ଜିଲ୍ଲାର ପ୍ରମୁଖ ଦେବାଳୟ ସମ୍ପତ୍ତି ସୁରକ୍ଷା ପାଇଁ ହାଇଆଲର୍ଟ ବ୍ୟବସ୍ଥା କରନ୍ତୁ ଆଇଜି ସେଣ୍ଟ୍ରାଲ ରେଞ୍ଜ:ଜିଲ୍ଲା କଂଗ୍ରେସ

ନୟାଗଡ଼ ଜିଲ୍ଲାର ପ୍ରମୁଖ ଦେବାଳୟ ସମ୍ପତ୍ତି ସୁରକ୍ଷା ପାଇଁ ହାଇଆଲର୍ଟ ବ୍ୟବସ୍ଥା କରନ୍ତୁ ଆଇଜି ସେଣ୍ଟ୍ରାଲ ରେଞ୍ଜ:ଜିଲ୍ଲା କଂଗ୍ରେସ

May 2, 2026
ନୟାଗଡ଼ ରେ ଓୟୁଜେର ପ୍ରତିବାଦ:କଳାବ୍ୟାଚ ପିନ୍ଧିଲେ, ମେମୋରାଣ୍ଡମ ଦେଲେ

ନୟାଗଡ଼ ରେ ଓୟୁଜେର ପ୍ରତିବାଦ:କଳାବ୍ୟାଚ ପିନ୍ଧିଲେ, ମେମୋରାଣ୍ଡମ ଦେଲେ

May 2, 2026
ଜିଲ୍ଲା କାର୍ଯ୍ୟକାରିଣୀ ଓ ପ୍ରତିବାଦ ସଭା:ସାମ୍ବାଦିକଙ୍କ ଦାବି ପାଇଁ ଲଢ଼େଇ ଜାରି ରହିବ

ଜିଲ୍ଲା କାର୍ଯ୍ୟକାରିଣୀ ଓ ପ୍ରତିବାଦ ସଭା:ସାମ୍ବାଦିକଙ୍କ ଦାବି ପାଇଁ ଲଢ଼େଇ ଜାରି ରହିବ

May 2, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!