Monday, September 21, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଏଣିକି ଟ୍ରାଫିକ୍ ପୋଷ୍ଟରେ ହେବ ବଡ଼ ପରିବର୍ତ୍ତନ

by ସଞ୍ଜୟ ସ୍ୱାଇଁ
June 3, 2025
in State
ଏଣିକି ଟ୍ରାଫିକ୍ ପୋଷ୍ଟରେ ହେବ ବଡ଼ ପରିବର୍ତ୍ତନ
71
VIEWS
Share on FacebookShare on Twitter

ଭୁବନେଶ୍ୱର, (ବାଘୁଆବାର୍ତ୍ତା): ଟ୍ରାଫିକ୍ ପୋଷ୍ଟରେ ହେବ ବଡ଼ ପରିବର୍ତ୍ତନ। ଏଣିକି ସବୁ ଟ୍ରାଫିକ ପୋଷ୍ଟ ନିକଟସ୍ଥ ଡିଭାଇଡରରେ ଲାଗିବ ତୁଳସୀ ଗଛ। ଫଳରେ ଟ୍ରାଫିକ ପୋଷ୍ଟରେ ଅଟକୁଥିବା ଯାତ୍ରୀମାନେ ଭଲ ଅକ୍ସିଜେନ ପାଇପାରିବେ। ତୁଳସୀ ଗଛ ଭଲ ଅକ୍ସିଜେନ ଦେଇଥାଏ। ଏବେ ଆମ ପାଇଁ ଅକ୍ସିଜେନ କମିକମି ଚାଲିଛି। ତେଣୁ ତୁଳସୀ ଗଛ ଲାଗିଲେ, ଲୋକେ ଅଧିକ ଅକ୍ସିଜେନ ପାଇପାରିବେ ବୋଲି ଗୃହ ନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ କୃଷ୍ଣଚନ୍ଦ୍ର ମହାପାତ୍ର କହିଛନ୍ତି। ଏ ନେଇ ULBକୁ ନଗର ଉନ୍ନୟନ ମନ୍ତ୍ରୀଙ୍କ ନିର୍ଦ୍ଦେଶ ଦେଇଛନ୍ତି।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!