Friday, November 27, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ନୂତନ ଏସ୍‌ଡିପିଓଙ୍କ ଦାୟିତ୍ୱ ଗ୍ରହଣ

by ସଞ୍ଜୟ ସ୍ୱାଇଁ
February 17, 2025
in Nayagarh, State
ନୂତନ ଏସ୍‌ଡିପିଓଙ୍କ ଦାୟିତ୍ୱ ଗ୍ରହଣ
476
VIEWS
Share on FacebookShare on Twitter

ନୟାଗଡ଼,(ବାଘୁଆବାର୍ତ୍ତା): ନୟାଗଡ଼ ଜିଲ୍ଲା ସଦର ଏସ୍‌ଡିପିଓ ଭାବେ ଆଜି ଜ୍ୟୋତି ରଞ୍ଜନ ସାମନ୍ତରାୟ ଦାୟିତ୍ୱ ଗ୍ରହଣ କରିଛନ୍ତି । ନୟାଗଡ଼ ଏସ୍‌ଡିପିଓ ସୁଦର୍ଶନ ଗାଙ୍ଗୋଇଙ୍କୁ କେନ୍ଦୁଝର ବଦଳି କରାଯାଇଥିବା ବେଳେ ଜଗତସିଂହପୁର ଜିଲ୍ଲାରୁ ଶ୍ରୀଯୁକ୍ତ ସାମନ୍ତରାୟଙ୍କୁ ନୟାଗଡ଼ ବଦଳି ହୋଇଛି । ପୁଲିସ ବିଭାଗରେ କାର୍ଯ୍ୟରତ ଅନେକ କର୍ମଚାରୀ ଆଜି ଏସ୍‌ଡିପିଓଙ୍କ କାର୍ଯ୍ୟାଳୟରେ ପହଞ୍ଚି ସ୍ୱାଗତ ସମ୍ବର୍ଦ୍ଧନା ଜଣାଇଛନ୍ତି । ଶ୍ରୀଯୁକ୍ତ ସାମନ୍ତରାୟ ପୂର୍ବରୁ ନୟାଗଡ଼ ଜିଲ୍ଲାର ବିଭିନ୍ନ ଥାନାରେ କାର୍ଯ୍ୟ କରିଥିବା ସୂଚନା ମିଳିଛି ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!