Saturday, August 1, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଚେସ ବିଶ୍ୱକପ ପ୍ରଥମ ମ୍ୟାଚରେ ବାଜି ମାରିଲେ ପଦ୍ମିନୀ

by ସଞ୍ଜୟ ସ୍ୱାଇଁ
July 13, 2021
in Sports, State
ଚେସ ବିଶ୍ୱକପ ପ୍ରଥମ ମ୍ୟାଚରେ ବାଜି ମାରିଲେ ପଦ୍ମିନୀ
78
VIEWS
Share on FacebookShare on Twitter

ଭୁବନେଶ୍ୱର, (ବାଘୁଆବାର୍ତ୍ତା): ଓଡ଼ିଆ ଆଇଏମ୍‌ ପଦ୍ମିନୀ ରାଉତ ରୁଷିଆର ସୋଚିରେ ଆରମ୍ଭ ହୋଇଥିବା ଚେସ୍‌ ବିଶ୍ୱକପ୍‌ର ପ୍ରଥମ ମ୍ୟାଚ୍‌ରେ ବିଜୟୀ ହୋଇଛନ୍ତି। ସୋମବାରଠୁ ଚେସ୍‌ ବିଶ୍ୱକପ୍‌ ଆରମ୍ଭ ହୋଇଛି। ପଦ୍ମିନୀ ପ୍ରଥମ ମ୍ୟାଚ୍‌ରେ ଆଜରବାଇଜାନର ମହିଳା ଗ୍ରାଣ୍ଡମାଷ୍ଟର ଫତାଲିଏଭା ଉଲଭିଆଙ୍କୁ ଭେଟିଥିଲେ। ଏହି ବିଜୟ ସେ ରାଉଣ୍ଡ-୩୨କୁ ଉନ୍ନୀତ ହୋଇଛନ୍ତି। ଏହି ରାଉଣ୍ଡରେ ଆଇଏମ୍‌ ସରାସଦତ ଖାଡେମାଲସାରହିଙ୍କୁ ଭେଟିବେ। ପଦ୍ମିନୀ କରୋନା ମହାମାରୀ ପାଇଁ ଦୀର୍ଘ ଦେଢ଼ ବର୍ଷ ପରେ ବିଦେଶ ଗସ୍ତରେ ଯାଇଛନ୍ତି। ଭାରତୀୟ ଦଳରେ ତାଙ୍କ ସହ ରହିଛନ୍ତି ଭକ୍ତି କୁଲକର୍ଣ୍ଣି, ଡ୍ରୋନାଭାଲି ହାରିକା ଓ ଆର. ବୈଶାଳୀ। ଚଳିତ ବର୍ଷ ପଦ୍ମିନୀଙ୍କ ନାମ ଅର୍ଜୁନ ପୁରସ୍କାର ପାଇ ସୁପାରିସ ହୋଇଛି।

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026
ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!