Thursday, November 12, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଚେନ୍ନାଇ ଟେଷ୍ଟରେ ଇଂଲଣ୍ଡର ବ୍ୟାଟିଂ ବିପର୍ଯ୍ୟୟ, ମାତ୍ର ୧୩୪ରନରେ ଅଲଆଉଟ

by ସଞ୍ଜୟ ସ୍ୱାଇଁ
February 14, 2021
in Feature News
ଚେନ୍ନାଇ ଟେଷ୍ଟରେ ଇଂଲଣ୍ଡର ବ୍ୟାଟିଂ ବିପର୍ଯ୍ୟୟ, ମାତ୍ର ୧୩୪ରନରେ ଅଲଆଉଟ
83
VIEWS
Share on FacebookShare on Twitter

ଚେନ୍ନାଇ(ବାଘୁଆବାର୍ତ୍ତା): ଚେନ୍ନାଇର ଏମଏ ଚିଦାମ୍ବରମ ଷ୍ଟାଡିୟମଠାରେ ଚାଲିଥିବା ଭାରତ-ଇଂଲଣ୍ଡ ୨ୟ ଟେଷ୍ଟ ମ୍ୟାଚର ୨ୟ ଦିନରେ ଭାରତ ନିଜ ସ୍ଥିତିକୁ ସୁଦୃଢ କରି ନେଇଛି । ଭାରତ ନିଜର ପ୍ରଥମ ଇନିଂସରେ ୩୨୯ ରନ କରି ଅଲଆଉଟ ହୋଇଯାଇଥିବାବେଳେ ଇଂଲଣ୍ଡ ନିଜର ପ୍ରଥମ ଇନିଂସରେ ବ୍ୟାଟିଂ ବିପର୍ଯ୍ୟୟର ସମ୍ମୁଖୀନ ହୋଇଛି । ଦଳ ମାତ୍ର ୧୩୪ ରନ କରି ଅଲଆଉଟ ହୋଇଯାଇଛି । ଇଂଲଣ୍ଡ ଦଳର କୌଣସି ବ୍ୟାଟ୍ସମ୍ୟାନ ଭାରତୀୟ ବୋଲିଂର ସମ୍ମୁଖୀନ ହୋଇପାରିନଥିଲେ । ସ୍ପିନର ଆର. ଆଶ୍ବୀନ ୪୩ ରନ ଦେଇ ୫ ଓ୍ବିକେଟ ନେଇଛନ୍ତି । ସେହିପରି ଇଶାନ୍ତ ଶର୍ମା ଓ ଅକ୍ଷର ପଟେଲ ୨ ଟି ଲେଖାଏଁ ଓ୍ବିକେଟ ନେଇଛନ୍ତି । ଫଳରେ ଭାରତ ପ୍ରଥମ ଇନିଂସରେ ୧୯୫ରନରେ ଅଗ୍ରଣୀ ଅଛନ୍ତି ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!