Wednesday, April 15, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

୧୮ ଓ ୧୯ରେ ଓପନଚେସ୍ ଚାମ୍ପିୟନସିପ୍

by ସଞ୍ଜୟ ସ୍ୱାଇଁ
January 8, 2020
in Sports
11
VIEWS
Share on FacebookShare on Twitter

ନୟାଗଡ଼,(ବାଘୁଆବାର୍ତ୍ତା): ନୟାଗଡ଼ ଜିଲ୍ଲା ଚେସ ଆସୋସିଏସନ ଏବଂ ରୋଟାରୀ କ୍ଲବ ମିଳିତ ଆନୁକୂଲ୍ୟରେ ନୟାଗଡ଼ ଓପନ ଚେସ ଚାମ୍ପିୟନସିପ -୨୦୨୦ ଚଳିତ ମାସ ୧୮ ଓ ୧୯ ତାରିଖରେ ଅନୁଷ୍ଠିତ ହେବ । ସ୍ଥାନୀୟ ରୋଟାରୀ ଭବନରେ ଅନୁଷ୍ଠିତ ଏହି ଚାମ୍ପିୟନସିପ୍ରେ ଯେ କୈାଣସି ବର୍ଗର ଖେଳାଳୀ ଅଂଶ ଗ୍ରହଣ କରିପାରିବେ ବୋଲି ଆୟୋଜକ ସୂଚନା ଦେଇଛନ୍ତି । ଆଗ୍ରହୀ ବ୍ୟକ୍ତି ତିନିଶହ ଟଙ୍କାର ପ୍ରବେଶିକା ସହ ୧୬ ତାରିଖ ପୂର୍ବରୁ ନାମ ରେଷ୍ଟିଷ୍ଟେସନ କରିବା ସହ ଖେଳ ପାଇଁ ନିଜସ୍ୱ ଚେସବୋର୍ଡ଼ ଏବଂ ଘଣ୍ଟା ଆଣି ଆସିବାକୁ ଚେସ ଆସୋସିଏସନ ସଭାପତି ପ୍ରମୋଦ ପଟ୍ଟନାୟକ ସୂଚନା ଦେଇଛନ୍ତି ।

ନୟାଗଡ଼ରେ ଜିଲ୍ଲାସ୍ତରୀୟ ଆମ୍ବେଦକର ଜୟନ୍ତୀ ପାଳିତ

ନୟାଗଡ଼ରେ ଜିଲ୍ଲାସ୍ତରୀୟ ଆମ୍ବେଦକର ଜୟନ୍ତୀ ପାଳିତ

April 14, 2026
ଜିଲ୍ଲା ଆଇନ ସେବା ପ୍ରାଧିକରଣ: ପୋସ୍କୋ ଆକ୍ଟ ସଚେତନତା ଶିବିର

ଜିଲ୍ଲା ଆଇନ ସେବା ପ୍ରାଧିକରଣ: ପୋସ୍କୋ ଆକ୍ଟ ସଚେତନତା ଶିବିର

April 14, 2026
ହନୁମାନ ଜୟନ୍ତୀ ଉତ୍ସବ ଓ ମହାବିଷୁବ ପଣା ସଂକ୍ରାନ୍ତି

ହନୁମାନ ଜୟନ୍ତୀ ଉତ୍ସବ ଓ ମହାବିଷୁବ ପଣା ସଂକ୍ରାନ୍ତି

April 14, 2026
ବଂଶୀଧର ସ୍ମୃତି ପରିଷଦ:୩୩ତମ ରାଜ୍ୟସ୍ତରୀୟ ବିଷୁବ ମିଳନ ଓ କବିତା ପାଠୋତ୍ସବ

ବଂଶୀଧର ସ୍ମୃତି ପରିଷଦ:୩୩ତମ ରାଜ୍ୟସ୍ତରୀୟ ବିଷୁବ ମିଳନ ଓ କବିତା ପାଠୋତ୍ସବ

April 14, 2026
ନୟାଗଡ଼ ଏଏସପି ମହାନତା:ଦୂର୍ଘଟଣା ଗ୍ରସ୍ତକାରୀଙ୍କୁ ମେଡିକାଲ୍ ନେଲେ ଏଏସପି

ନୟାଗଡ଼ ଏଏସପି ମହାନତା:ଦୂର୍ଘଟଣା ଗ୍ରସ୍ତକାରୀଙ୍କୁ ମେଡିକାଲ୍ ନେଲେ ଏଏସପି

April 14, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!