Friday, October 23, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ବିଶ୍ୱ ଛେନାପୋଡ଼ ଦିବସ ଉପଲକ୍ଷେ ପ୍ରସ୍ତୁତି ବୈଠକ

by ସଞ୍ଜୟ ସ୍ୱାଇଁ
April 2, 2026
in Feature News
ବିଶ୍ୱ ଛେନାପୋଡ଼ ଦିବସ ଉପଲକ୍ଷେ ପ୍ରସ୍ତୁତି ବୈଠକ
300
VIEWS
Share on FacebookShare on Twitter

ଭୁବନେଶ୍ବର, (ବାଘୁଆବାର୍ତ୍ତା): ନୟାଗଡ ବିକାଶ ମଞ୍ଚ ତରଫରୁ ପ୍ରବାସୀ ନୟାଗଡ଼ିଆ ମାନଙ୍କ ଦ୍ୱାରା ଆଜି ନୟାଗଡ ଦିବସ ପାଳନ କରାଯିବା ସହ ଆଗାମୀ ଏପ୍ରିଲ୍ ୧୧ ରେ ଛେନାପୋଡ଼ ଦିବସ କିଭଳି ପାଳନ କରାଯିବ ସେ ନେଇ ଏକ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି। ସଂଗଠନ ତରଫରୁ ବିଗତ ତିନି ବର୍ଷ ଧରି ଭୁବନେଶ୍ୱର ଜୟଦେବ ଭବନଠାରେ ରାଜ୍ୟ ସ୍ତରୀୟ ବିଶ୍ଵ ଛେନାପୋଡ଼ ଦିବସ ପାଳନ କରାଯାଉଛି। ଆଜିର ଏହି ପ୍ରସ୍ତୁତି ବୈଠକରେ ଏ ବର୍ଷର ବିଶ୍ୱ ଛେନାପୋଡ଼ ଦିବସ ନୂଆ ଢଙ୍ଗରେ ପାଳନ କରାଯିବ ବୋଲି ଆଲୋଚନା କରାଯାଇଛି। ସୂଚନାନୁସାରେ, ବିଶ୍ୱ ଛେନାପୋଡ଼ ଦିବସ ଉତ୍ସବରେ ଏଥର ସିନେମା କଳାକାର ଓ ପ୍ରତିଷ୍ଠିତ ବ୍ୟକ୍ତି ବିଶେଷଙ୍କ ଗହଣରେ ଉତ୍ସବ ପାଳନ କରାଯିବ। ଏବଂ ରାମ ମନ୍ଦିରରୁ ମାଷ୍ଟର କ୍ୟାଣ୍ଟିନ ପର୍ଯ୍ୟନ୍ତ ଏକ ଶୋଭାଯାତ୍ରା ଆୟୋଜନ କରାଯିବ। ଏହି ଶୋଭାଯାତ୍ରାର ନୟାଗଡ଼ର ବାଘ ନାଚ, ପାଇକ, ଦଣ୍ଡ ନାଚ, ଚଡୟା ସୁଆଙ୍ଗ ଆଦି ପ୍ରଦର୍ଶିତ ହେବ। ଆଜିର ଏ ବୈଠକରେ ଶୁଭ୍ରାଂଶୁ ପଣ୍ଡା, ସୁବ୍ରତ ନାୟକ, ଆଶିଷ ରଥ, ଆଶୁତୋଷ ଦାସ, ରୋହନ ମହାପାତ୍ର, ସୁଧାଂଶୁ ସାହୁ, ଉମାକାନ୍ତ ମହାପାତ୍ର, ଯତୀନ କୁମାର , ବିଶ୍ୱଜିତ୍ ପ୍ରମୁଖ ଉପସ୍ଥିତ ଥିଲେ। ସୂଚନା ଥାଉକି ଏହି ସଂଗଠନ ଦୀର୍ଘ ଦିନ ହେବ ଛେନାପୋଡ଼କୁ ଜିଆଇ (GI) ଟ୍ୟାଗ ମାନ୍ୟତା ପାଇଁ ପ୍ରୟାସ ଜାରି ରଖିଛନ୍ତି।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!