Saturday, June 6, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଶିଶୁକନ୍ୟାକୁ କଚାଡି ମାରିଲା ମଦ୍ୟପ ବାପା

by ସଞ୍ଜୟ ସ୍ୱାଇଁ
June 3, 2025
in Crime, State
ଶିଶୁକନ୍ୟାକୁ କଚାଡି ମାରିଲା ମଦ୍ୟପ ବାପା
8
VIEWS
Share on FacebookShare on Twitter

ମୟୂରଭଞ୍ଜ, (ବାଘୁଆବାର୍ତ୍ତା): କଙ୍କଡାହାଡ଼ ଥାନା କଣ୍ଟାପାଳ ଗାଁରେ ଅଭାବନୀୟ ଘଟଣା । ପାରିବାରିକ କଳହକୁ ନେଇ ୭ମାସର ଶିଶୁକନ୍ୟାକୁ କଚାଡି ମାରିଲା ମଦ୍ୟପ ବାପା । ରାଗରେ ସ୍ବାମୀର ପେଟରେ କାଚ ବୋତଲ ଭୂଷିଦେଲା ସ୍ତ୍ରୀ। ସୂଚନା ଅନୁସାରେ, ମୟୁରଭଞ୍ଜ ଜିଲ୍ଲା ରରୁଆଁ ଥାନା ଉଦାସାହି ଗାଁର ସଞ୍ଜୟ ଚାତାର ଶଶୁର ଘର କଙ୍କଡାହାଡ଼ ଥାନା କଣ୍ଟାପାଳରେ ପରିବାର ସହିତ ରହି ଶ୍ରମିକ ଭାବେ କାମ କରୁଥିଲେ। ହେଲେ ଗତ କିଛି ମାସ ହେବ କୌଣସି କାମଧନ୍ଦା ନକରି ଘରେ ବସି ରହୁଥିଲେ। ତେଣୁ ଗତକାଲି ଉଭୟ ସ୍ବାମୀ-ସ୍ତ୍ରୀ ଡିଲର ପାଖକୁ ଚାଉଳ ଆଣିବାକୁ ଯାଇ ଫେରିବା ବେଳେ ବାଟରେ ଝଗଡା ହୋଇଥିଲା। ଝଗଡା ଲାଗିବା ପରେ ସଞ୍ଜୟ ମଦ ପିଇ ମାତାଲ ଅବସ୍ଥାରେ ନିଜ ୭ ମାସର ଝିଅକୁ ଗାଁ ଦାଣ୍ଡରେ କଚାଡି ଦେଇଥିଲା । ଫଳରେ ଶିଶୁ କନ୍ୟାଟି ଘଟଣା ସ୍ଥଳରେ ମୃତ୍ୟୁ ହୋଇଥିଲା। ସ୍ୱାମୀର ଏଭଳି ନୃଶଂସ କାଣ୍ଡ ଦେଖିବା ପରେ ପତ୍ନୀ ଏକ କାଚ ବୋତଲରେ ସ୍ୱାମୀକୁ ଆକ୍ରମଣ କରିଥିଲା । ଗୁରୁତର ଅବସ୍ଥାରେ ସ୍ବାମୀକୁ ମେଡିକାଲରେ ଭର୍ତ୍ତି କରାଯାଇଛି । ଅନ୍ୟପଟେ ସାଇଣ୍ଟିଫିକ ଟିମ ତଦନ୍ତ କରିବା ପରେ ମୃତ ଶିଶୁର ଶବ ବ୍ୟବଚ୍ଛେଦ ପାଇଁ ପଠାଯିବ।

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026
ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

May 27, 2026
ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

May 25, 2026
ବିଜେଡି ପକ୍ଷରୁ ମହିଳା ଅଧିକାର ଅଭିଯାନ:ମା’ର ସମ୍ମାନ ମାଟିରୁ ଆକାଶ ଯାଏଁ ଉଚ୍ଚା;ଅରୁଣ

ବିଜେଡି ପକ୍ଷରୁ ମହିଳା ଅଧିକାର ଅଭିଯାନ:ମା’ର ସମ୍ମାନ ମାଟିରୁ ଆକାଶ ଯାଏଁ ଉଚ୍ଚା;ଅରୁଣ

May 24, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!