Sunday, November 29, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଚାକିରିରୁ ବିଦା ହେଲେ ୩ ପୋଲିସ କର୍ମଚାରୀ, ୨ ସସପେଣ୍ଡ

by ସଞ୍ଜୟ ସ୍ୱାଇଁ
July 7, 2021
in State
ଚାକିରିରୁ ବିଦା ହେଲେ ୩ ପୋଲିସ କର୍ମଚାରୀ, ୨ ସସପେଣ୍ଡ
520
VIEWS
Share on FacebookShare on Twitter

ଭୁବନେଶ୍ୱର, (ବାଘୁଆବାର୍ତ୍ତା): ମହଙ୍ଗା ପଡ଼ିଲା ନାବାଳକଙ୍କ ପୋଲିସ କର୍ମଚାରୀ ଗୋଇଠା ମାରିବା । ରାଜଧାନୀର କେସୁରା ଛକରେ ନାବାଳକକୁ ଗୋଇଠା ମାରିବା ଘଟଣାରେ କାର୍ୟ୍ୟାନୁଷ୍ଠାନ ହୋଇଛି । ଗୋଇଠା ମାରିଥିବା ହୋମ ଗାର୍ଡ ଚାକିରିରୁ ବହିଷ୍କୃତ ହୋଇଛନ୍ତି । ସେହିପରି ପିସିଆର୍ ଇନଚାର୍ଜଙ୍କ ସହ ଆଉ ଜଣେ ହୋମଗାର୍ଡଙ୍କୁ ମଧ୍ୟ ଚାକିରିରୁ ବରଖାସ୍ତ କରାଯାଇଛି । ସେମାନଙ୍କ ବ୍ୟତୀତ ଅନ୍ୟ ଦୁଇ ଜଣ ପିସିଆର କର୍ମଚାରୀଙ୍କୁ ସସପେଣ୍ଡ କରିଛି କମିଶନରେଟ ପୋଲିସ । ଗତ ୨୯ ତାରିଖରେ କେସୁରା ଛକରେ ଥିବା ଏକ ଦୋକାନରେ ନାବାଳକକୁ ପୋଲିସ କର୍ମଚାରୀ ମାଡ଼ ମାରିଥିବା ଅଭିଯୋଗ ହୋଇଥିଲା । ଲକଡାଉନ୍ ବେଳେ ନାବାଳକ ଚା’ ଦୋକାନ ଖୋଲିଥିବାରୁ ତାଙ୍କ ଉପରେ ଗୋଇଠା ମାରିଥିଲେ କର୍ମଚାରୀ । ସିସିଟିଭିରେ ମାଡ଼ ମାରିବା ଦୃଶ୍ୟ କଏଦ ହୋଇଥିଲା । ସେଦିନି ପିସିଆର୍ ଡ୍ୟୁଟିରେ ୫ ଜଣ ପୋଲିସ କର୍ମଚାରୀ ଥିଲେ । ସିସିଟିଭିରେ କଏଦ ଭିଡିଓ ସୋସିଆଲ୍ ମିଡିଆରେ ଭାଇରାଲ୍ ହୋଇଥିଲା । ଏହାପରେ ତଦନ୍ତ କରି ସିସିଟିଭି ଫୁଟେଜ୍ ଆଧାରରେ ପୋଲିସ କର୍ମଚାରୀଙ୍କ ବିରୋଧରେ କଡ଼ା କାର୍ୟ୍ୟାନୁଷ୍ଠାନ ହୋଇଛି ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!