Thursday, May 28, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ସରିଥିଲା ବିବାହ, ନାବାଳିକା ଉଦ୍ଧାର

by ସଞ୍ଜୟ ସ୍ୱାଇଁ
July 18, 2021
in Feature News
ସରିଥିଲା ବିବାହ, ନାବାଳିକା ଉଦ୍ଧାର
513
VIEWS
Share on FacebookShare on Twitter

ନୟାଗଡ଼,(ବାଘୁଆବାର୍ତ୍ତା): ନୟାଗଡ଼ ଚାଇଲ୍ଡ ଲାଇନ ଏବଂ ଆସିଡିଏଏସ୍ ସୁପରଭାଇଜର ମିଳିତ ଭାବରେ ଚଢ଼ାଉ କରି ଆଜି ଗୋଟିଏ ନାବାଳିକା ବିବାହ ବନ୍ଦ କରିଥିବା ଜଣାଯାଇଛି । ଖଣ୍ଡପଡ଼ା ଥାନା ଅନ୍ତର୍ଗତ ଏକ ଗ୍ରାମର ଜଣେ ୧୬ ବର୍ଷିୟା ନାବାଳିକାକୁ ମଇଁସିବନ୍ଧା ଗ୍ରାମର ପ୍ରଶାନ୍ତ ପ୍ରଧାନ ଆଜି ସକାଳୁ ଲୁକାୟିତ ଭାବେ ବିବାହ କରିଥିଲେ । ଖବରପାଇ ଚଢ଼ାଉ କରି ନାବାଳିକାକୁ ଉଦ୍ଧାର କରାଯିବା ପରେ ସିଡବ୍୍ୟୁସିରେ ହାଜର କରାଯାଇଛି । ଏହି ଚଢ଼ାଉରେ ଚାଇଲ୍ଡ ଲାଇନ ସଦସ୍ୟ ଚନ୍ଦ୍ରଶେଖର ବେହେରା ସୁଜାତା ବେହେରା , ଆସିଡିଏସ୍ ସନ୍ତୋସିନୀ ପାଣି ଓ କୋସ୍କା ଫାଣ୍ଡି ପୁଲିସ ଚଢ଼ାଉ କରିଥିଲେ ।

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026
ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

May 27, 2026
ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

May 25, 2026
ବିଜେଡି ପକ୍ଷରୁ ମହିଳା ଅଧିକାର ଅଭିଯାନ:ମା’ର ସମ୍ମାନ ମାଟିରୁ ଆକାଶ ଯାଏଁ ଉଚ୍ଚା;ଅରୁଣ

ବିଜେଡି ପକ୍ଷରୁ ମହିଳା ଅଧିକାର ଅଭିଯାନ:ମା’ର ସମ୍ମାନ ମାଟିରୁ ଆକାଶ ଯାଏଁ ଉଚ୍ଚା;ଅରୁଣ

May 24, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!