Wednesday, February 11, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ପୁଣି ଅଟକିଲା ନାବାଳିକା ବିବାହ

by ସଞ୍ଜୟ ସ୍ୱାଇଁ
March 22, 2021
in Nayagarh
ପୁଣି ଅଟକିଲା ନାବାଳିକା ବିବାହ
247
VIEWS
Share on FacebookShare on Twitter

ନୟାଗଡ଼,(ବାଘୁଆବାର୍ତ୍ତା): ଗଣିଆ ବ୍ଲକ ଅନ୍ତର୍ଗତ ଏକ ଗ୍ରାମରେ ନାବାଳିକା ବିବାହ ନେଇ ପ୍ରସ୍ତୁତି ଚାଲିଥିବା ସୂଚନା ମିଳିଥିଲା । ଉକ୍ତ ଗ୍ରାମର କାହ୍ନା ନାୟକ ସହ ଜଣେ ନବମ ଶ୍ରେଣୀ ଛାତ୍ରୀର ବିବାହ କରିବା ନେଇ ପ୍ରସ୍ତୁତି ଚାଲିଥିବା ଖବର ମିଳିଥିଲା । ଫଳରେ ଗଣିଆ ପୁଲିସ, ଗଣିଆ ସିଡିପିଓ ଏବଂ ଚାଇଲ୍ଡ ଲାଇନ ମିଳିତ ଭାବେ ଉକ୍ତ ଗ୍ରାମରେ ଚଢ଼ାଉ କରି ନାବାଳିକାକୁ ଉଦ୍ଧାର କରିଥିବା ସୂଚନା ମିଳିଛି । ନାବାଳିକାକୁ ଶିଶୁ ମଙ୍ଗଳ ସମିତିରେ ହାଜର କରାଯାଇ ତପସ୍ୟା ଶିଶୁ ଗୃହରେ ରଖାଯାଇଛି ।

ବାଲେଶ୍ୱରର ତାତି ନୟାଗଡରେ

ବାଲେଶ୍ୱରର ତାତି ନୟାଗଡରେ

August 29, 2025
ବାୟକ ସମ୍ରାଟ ଗୋବର୍ଦ୍ଧନ ବେହେରାଙ୍କ ପରଲୋକ

ବାୟକ ସମ୍ରାଟ ଗୋବର୍ଦ୍ଧନ ବେହେରାଙ୍କ ପରଲୋକ

August 29, 2025
ସାପ କାମୁଡାରେ ମହିଳାଙ୍କ ମୃତ୍ୟୁ

ସାପ କାମୁଡାରେ ମହିଳାଙ୍କ ମୃତ୍ୟୁ

July 12, 2025
ସତ୍ୟବ୍ରତ ନାୟକ କଂଗ୍ରେସ ଦଳର ନୂତନ ସଭାପତି         

ସତ୍ୟବ୍ରତ ନାୟକ କଂଗ୍ରେସ ଦଳର ନୂତନ ସଭାପତି         

July 1, 2025
ଜାତୀୟ ବିଦ୍ୟୁତ  ସୁରକ୍ଷା ସପ୍ତାହ -୨୦୨୫ ଅନୁଷ୍ଠିତ 

ଜାତୀୟ ବିଦ୍ୟୁତ  ସୁରକ୍ଷା ସପ୍ତାହ -୨୦୨୫ ଅନୁଷ୍ଠିତ 

July 1, 2025

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!