Tuesday, July 7, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଚିତ୍ରା ଅରୁମଗମ କେନ୍ଦ୍ରରେ ଅତିରିକ୍ତ ସଚିବ ପାହ୍ୟାରେ ତାଲିକାଭୁକ୍ତ ହୋଇଛନ୍ତି

by ସଞ୍ଜୟ ସ୍ୱାଇଁ
October 8, 2021
in State
ଚିତ୍ରା ଅରୁମଗମ କେନ୍ଦ୍ରରେ ଅତିରିକ୍ତ ସଚିବ ପାହ୍ୟାରେ ତାଲିକାଭୁକ୍ତ ହୋଇଛନ୍ତି
92
VIEWS
Share on FacebookShare on Twitter

ଭୁବନେଶ୍ୱର, (ବାଘୁଆବାର୍ତ୍ତା): ୧୯୯୫ ବ୍ୟାଚ୍ ଓଡ଼ିଶା କ୍ୟାଡ଼ରର ଚିତ୍ରା ଅରୁମଗମ କେନ୍ଦ୍ରରେ ଅତିରିକ୍ତ ସଚିବ ପାହ୍ୟାରେ ତାଲିକାଭୁକ୍ତ ହୋଇଛନ୍ତି। ମାତ୍ର ତାଙ୍କ ବ୍ୟାଚର ଅନ୍ୟ ୩ଜଣ ଓଡ଼ିଶା କ୍ୟାଡ଼ର ଆଇଏଏସ୍ ହେମନ୍ତ ଶର୍ମା, ବିଷ୍ଣୁପଦ ସେଠୀ ଓ ସୁଶୀଲ ଲୋହାନୀଙ୍କୁ କେନ୍ଦ୍ରରେ ଅତିରିକ୍ତ ସଚିବ ପାହ୍ୟାରେ ତାଲିକାଭୁକ୍ତ ହେବାର ସୁଯୋଗ ମିଳିନି। କେନ୍ଦ୍ର କ୍ୟାବିନେଟର ନିଯୁକ୍ତି ସଂକ୍ରାନ୍ତ କମିଟି ଦ୍ୱାରା ମୋଟ ୪୨ଜଣ ଆଇଏଏସଙ୍କୁ କେନ୍ଦ୍ର ସରକାରରେ ଅତିରିକ୍ତ ସଚିବ ପାହ୍ୟା ଏବଂ ସଚିବ ପାହ୍ୟାରେ ୧୨ଜଣ ଅଫିସରଙ୍କୁ ତାଲିକାଭୁକ୍ତ କରାଯାଇଛି। ସେଥିରେ ଓଡ଼ିଶାରୁ କେବଳ ଶ୍ରମ ସଚିବ ଚିତ୍ରା ଅରୁମଗମ ରହିଛନ୍ତି । ଅତିରିକ୍ତ ସଚିବ ପାହ୍ୟାରେ ତାଲିକାଭୁକ୍ତ ପାଇଁ କେନ୍ଦ୍ର ସରକାର ୧୯୯୫ ବ୍ୟାଚର ୩୭ଜଣଙ୍କ ସମେତ ମୋଟ ୪୨ଜଣ ଆଇଏଏସ୍ ଏବଂ ସଚିବ ପାହ୍ୟା ନିମନ୍ତେ ୧୯୮୫ରୁ ୧୯୮୯ ବ୍ୟାଚର ୧୨ଜଣ ଆଇଏଏସ୍ ଯୋଗ୍ୟ ବିବେଚିତ ହୋଇଛନ୍ତି।

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026
ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!