Friday, July 24, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଚନ୍ଦ୍ରଶେଖର ହୋତା ପାଇଲେ କେନ୍ଦ୍ରୀୟ ସାହିତ୍ୟ ଯୁବ ପୁରଷ୍କାର

by ସଞ୍ଜୟ ସ୍ୱାଇଁ
March 12, 2021
in Literature, State
ଚନ୍ଦ୍ରଶେଖର ହୋତା ପାଇଲେ କେନ୍ଦ୍ରୀୟ ସାହିତ୍ୟ ଯୁବ ପୁରଷ୍କାର
174
VIEWS
Share on FacebookShare on Twitter

ଭୁବନେଶ୍ୱର,(ବାଘୁଆବାର୍ତ୍ତା): କେନ୍ଦ୍ରୀୟ ସାହିତ୍ୟ ଏକାଡେମୀର ୨୦୨୦ମସିହା ଯୁବ ପୁରଷ୍କାର ପାଇଲେ ସୁସାହିତ୍ୟିକ ଚନ୍ଦ୍ରଶେଖର ହୋତା । ସୂଚନାନୁସାରେ, ଚନ୍ଦ୍ରଶେଖରଙ୍କ ରଚିତ ପୁସ୍ତକ ଚେତନାର ଅନ୍ୱେଷଣ ପୁସ୍ତକଟିକୁ ମନୋନିତ କରାଯାଇଥିଲା । ସେହିପରି ଭାବେ ରାମଚନ୍ଦ୍ର ନାୟକଙ୍କୁ ବାଲ୍ ସାହିତ୍ୟ ପୁରଷ୍କାର ମିଳିଛି । ତାଙ୍କ ରଚିତ ପୁସ୍ତକ ବନ ଦେଉଳରେ ସୁନା ନେଉଳ । ଚନ୍ଦ୍ରଶେଖର ହୋତା ବର୍ତ୍ତମାନ କୋରାପୁଟ ଜିଲ୍ଲାରେ ଡିଏସପି ଭାବେ କାର୍ଯ୍ୟରତ ଥିବା ଜଣାପଡିଛି । ହାଇଦ୍ରାବାଦର କେନ୍ଦ୍ରୀୟ ବିଶ୍ୱବିଦ୍ୟାଳୟରୁ ଏମ୍ଏ ପାସ୍ କରିବା ସହ ଜବହାରଲାଲ ନେହୁର ବିଶ୍ୱବିଦ୍ୟାଳୟରେ ଏମ.ଫିଲ ଓ ପିଏଚଡି କରିଛନ୍ତି ଏବଂ ସେ ଅନେକ ପୁସ୍ତକ ରଚନା କରିଛନ୍ତି ।

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026
ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!