Monday, June 1, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ସିଏଚଏସଇ ପକ୍ଷରୁ ଆଡମିଟ୍ କାର୍ଡ ଡାଉନଲୋଡ ପାଇଁ ବିଜ୍ଞପ୍ତି ଜାରି, ଗୋଟିଏ ବ୍ୟାଚରେ ସର୍ବାଧିକ ୪୦ ଜଣ

by ସଞ୍ଜୟ ସ୍ୱାଇଁ
June 23, 2021
in Education, State
ସିଏଚଏସଇ ପକ୍ଷରୁ ଆଡମିଟ୍ କାର୍ଡ ଡାଉନଲୋଡ ପାଇଁ ବିଜ୍ଞପ୍ତି ଜାରି, ଗୋଟିଏ ବ୍ୟାଚରେ ସର୍ବାଧିକ ୪୦ ଜଣ
151
VIEWS
Share on FacebookShare on Twitter

ଭୁବନେଶ୍ୱର, (ବାଘୁଆବାର୍ତ୍ତା): ସିଏଚଏସଇ ପକ୍ଷରୁ ଆଡମିଟ୍ କାର୍ଡ ଡାଉନଲୋଡ ପାଇଁ ବିଜ୍ଞପ୍ତି ଜାରି କରାଯାଇଛି। ଯୁକ୍ତ ଦୁଇ ପରୀକ୍ଷାର୍ଥୀଙ୍କ ଠାରୁ ପ୍ରାକ୍ଟିକାଲ୍ ରେକର୍ଡ ଓ ପ୍ରୋଜେକ୍ଟ ରିପୋର୍ଟ ସଂଗ୍ରହ ପାଇଁ ସ୍ୱତନ୍ତ୍ର ଏସଓପି ଜାରି କରାଯାଇଛି। କୋଭିଡ ଗାଇଡଲାଇନ ପାଳନ କରିବକୁ ବାଧ୍ୟତାମୂଳକ କରାଯାଇଛି। ପ୍ରତ୍ୟେକ କାର୍ଯ୍ୟ ଦିବସରେ ତିନୋଟି ବ୍ୟାଚ୍ ପରୀକ୍ଷକଙ୍କ ପାଇଁ ବ୍ୟବସ୍ଥା କରାଯିବ। ପ୍ରତ୍ୟେକ ବ୍ୟାଚ୍ ପାଇଁ ସମୟ ଅବଧି ଦୁଇ ଘଣ୍ଟା ହେବ। ସର୍ବାଧିକ ୪୦ ଜଣ ପରୀକ୍ଷାର୍ଥୀଙ୍କୁ ୨ ଘଣ୍ଟା ଅବଧିର ଗୋଟିଏ ବ୍ୟାଚରେ ରଖାଯିବ। କର୍ମଚାରୀ ଏବଂ ପରୀକ୍ଷାର୍ଥୀ ଫେସ୍ ମାସ୍କ ପିନ୍ଧିବା ବାଧ୍ୟତାମୂଳକ କରାଯାଇଛି। କର୍ମଚାରୀ ଏବଂ ପରୀକ୍ଷାର୍ଥୀମାନେ ଫେସ୍ ମାସ୍କ ବିନା ବିଦ୍ୟାଳୟ କ୍ୟାମ୍ପସରେ ପ୍ରବେଶ କରିବାକୁ ଦିଆଯିବା ନାହିଁ। ପ୍ରବେଶ ପଥରେ ହାତ ସାନିଟାଇଜର ପାଇଁ ବ୍ୟବସ୍ଥା କରାଯିବ। ଭିଡ଼କୁ ଏଡାଇବା ପାଇଁ ଭିନ୍ନ ଭିନ୍ନ କାଉଣ୍ଟର ଖୋଲାଯିବ। ଦୁଇଟି କାଉଣ୍ଟର ମଧ୍ୟରେ ପର୍ୟ୍ୟାପ୍ତ ଦୂରତା ବଜାୟ ରହିବ। ୬ ଫୁଟର ସର୍ବନିମ୍ନ ଶାରୀରିକ ଦୂରତା ରହିବା ନିତାନ୍ତ ଆବଶ୍ୟକ। କ୍ୟାମ୍ପସରେ ଗାଇଡଲାଇନ ତଦାରଖ ଲାଗି ଏକ ସ୍କ୍ୱାଡ଼ ଗଠନ କରାଯିବ। ରିପୋର୍ଟ ଦାଖଲ ପରେ ପରୀକ୍ଷାର୍ଥୀ କ୍ୟାମ୍ପସ ଛାଡ଼ିବେ। କୋଭିଡ ଗାଇଡ଼ଲାଇନ ପାଳନ କରିବାକୁ କଲେଜ କର୍ତ୍ତୃପକ୍ଷଙ୍କୁ ନିର୍ଦ୍ଦେଶ ଦେଇଛି ସିଏଚଏସଇ।

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026
ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

May 27, 2026
ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

May 25, 2026
ବିଜେଡି ପକ୍ଷରୁ ମହିଳା ଅଧିକାର ଅଭିଯାନ:ମା’ର ସମ୍ମାନ ମାଟିରୁ ଆକାଶ ଯାଏଁ ଉଚ୍ଚା;ଅରୁଣ

ବିଜେଡି ପକ୍ଷରୁ ମହିଳା ଅଧିକାର ଅଭିଯାନ:ମା’ର ସମ୍ମାନ ମାଟିରୁ ଆକାଶ ଯାଏଁ ଉଚ୍ଚା;ଅରୁଣ

May 24, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!